न्यूज़रूम ओडिशा
ब्रेकिंग
ओडिया समाचार

ଗୀତା ଉପଦେଶ : ଆତ୍ମାର ମୃତ୍ୟୁ ନଥାଏ, ଏହା କେବଳ ତାର କଳେବର ପରିବର୍ତ୍ତନ କରିଥାଏ

ବିଷାଦଗ୍ରସ୍ତ ଅର୍ଜୁନଙ୍କୁ ରଣାଙ୍ଗନରେ ଭଗବାନ ଶ୍ରୀକୃଷ୍ଣ ଦ୍ଵିତୀୟ ଅଧ୍ୟାୟରେ କହୁଛନ୍ତି : – ବାସାଂସି ଜୀର୍ଣ୍ଣାନି ଯଥା ବିହାୟ ନବାନି ଗୃହ୍ଣାତି ନରୋଽପରାଣି । ତଥା ଶରୀରାଣି ବିହାୟ ଜୀର୍ଣ୍ଣା- ନ୍ୟନ୍ୟାନି ସଂଯାତି ନବାନି ଦେହୀ। ଅର୍ଥାତ୍ ଶ୍ରୀକୃଷ୍ଣ କହୁଛନ୍ତି ଯେପରି ଜଣେ ବ୍ୟକ୍ତି ପୁରାତନ ବସ୍ତ୍ର ତ୍ୟାଗ କରି ନୂତନ ବସ୍ତ୍ର ଧାରଣ କରନ୍ତି। ସେହିପରି ଆତ୍ମା ମୃତ୍ୟୁ ସମୟରେ ଜରାଜୀର୍ଣ୍ଣ ଶରୀର ତ୍ୟାଗ କରି ନୂତନ ଶରୀର ଧାରଣ କରେ।

Admin•3 फ़रवरी 2024
Share Article:

ବିଷାଦଗ୍ରସ୍ତ ଅର୍ଜୁନଙ୍କୁ ରଣାଙ୍ଗନରେ ଭଗବାନ ଶ୍ରୀକୃଷ୍ଣ ଦ୍ଵିତୀୟ ଅଧ୍ୟାୟରେ କହୁଛନ୍ତି : –

ବାସାଂସି ଜୀର୍ଣ୍ଣାନି ଯଥା ବିହାୟ ନବାନି ଗୃହ୍ଣାତି ନରୋଽପରାଣି ।
ତଥା ଶରୀରାଣି ବିହାୟ ଜୀର୍ଣ୍ଣା- ନ୍ୟନ୍ୟାନି ସଂଯାତି ନବାନି ଦେହୀ।

ଅର୍ଥାତ୍ ଶ୍ରୀକୃଷ୍ଣ କହୁଛନ୍ତି ଯେପରି ଜଣେ ବ୍ୟକ୍ତି ପୁରାତନ ବସ୍ତ୍ର ତ୍ୟାଗ କରି ନୂତନ ବସ୍ତ୍ର ଧାରଣ କରନ୍ତି। ସେହିପରି ଆତ୍ମା ମୃତ୍ୟୁ ସମୟରେ ଜରାଜୀର୍ଣ୍ଣ ଶରୀର ତ୍ୟାଗ କରି ନୂତନ ଶରୀର ଧାରଣ କରେ।

#Odia#Odisha#News
Share Article:

Related Articles