न्यूज़रूम ओडिशा
ब्रेकिंग
ओडिया समाचार

ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ଆଜିଠୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଛି । ସାଢେ ୫ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଏଥର ଦଶମ ବୋର୍ଡ ପରୀକ୍ଷା ଦେଉଛନ୍ତି। ମାଟ୍ରିକ ପରୀକ୍ଷା ଦେଉଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଆନ୍ତରିକ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରୀକ୍ଷାରେ ସମସ୍ତ ଛାତ୍ରଛାତ୍ରୀଙ୍କ ଉତ୍ତମ ପ୍ରଦର୍ଶନ ଓ ସଫଳତା କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ।

Admin•20 फ़रवरी 2024
Share Article:

#Odia#Odisha#News
Share Article:

Related Articles