न्यूज़रूम ओडिशा
ब्रेकिंग
ओडिया समाचार

ଗୀତା ଉପଦେଶ- ଭଗବାନଙ୍କ ଅନୁକମ୍ପା ଦୁଇ ପ୍ରକାରର ପ୍ରଥମଟି ଦିବ୍ୟ ଅନୁକମ୍ପା ଅନ୍ୟଟି ଭୌତିକ ଅନୁକମ୍ପା

ସଞ୍ଜୟ ଧୃତରାଷ୍ଟ୍ରଙ୍କୁ ଅର୍ଜୁନଙ୍କ ବିଷାଦଗସ୍ତ ମନକୁ ବୁଝାଇବାକୁ ଯାଇ କୃପା ବା ଅନୁକମ୍ପା ବିଷୟ ରେ କହୁଛନ୍ତି ;- ତଂ ତଥା କୃପୟାବିଷ୍ଟମଶ୍ରୁପୂର୍ଣ୍ଣାକୁଳେକ୍ଷଣମ୍। ବିଷୀଦନ୍ତମିଦଂ ବାକ୍ୟମୁବାଚ ମଧୁସୂଦନଃ। ଅର୍ଥ ସଞ୍ଜୟ କହିଲେ, ଅର୍ଜୁନଙ୍କର ଏହିପରି ଦୟାରେ ଅଭିଭୂତ ବିଷାଦଗ୍ରସ୍ତ ମନ ଏବଂ ଲୋତକ ପୂର୍ଣ୍ଣ ଚକ୍ଷୁକୁ ଦେଖି ଶ୍ରୀକୃଷ୍ଣ ଏହି ସବୁ କଥା କହିଲେ।

Admin•26 फ़रवरी 2024
Share Article:

ସଞ୍ଜୟ ଧୃତରାଷ୍ଟ୍ରଙ୍କୁ ଅର୍ଜୁନଙ୍କ ବିଷାଦଗସ୍ତ ମନକୁ ବୁଝାଇବାକୁ ଯାଇ କୃପା ବା ଅନୁକମ୍ପା ବିଷୟ ରେ କହୁଛନ୍ତି ;-

ତଂ ତଥା କୃପୟାବିଷ୍ଟମଶ୍ରୁପୂର୍ଣ୍ଣାକୁଳେକ୍ଷଣମ୍। ବିଷୀଦନ୍ତମିଦଂ ବାକ୍ୟମୁବାଚ ମଧୁସୂଦନଃ।

ଅର୍ଥ ସଞ୍ଜୟ କହିଲେ, ଅର୍ଜୁନଙ୍କର ଏହିପରି ଦୟାରେ ଅଭିଭୂତ ବିଷାଦଗ୍ରସ୍ତ ମନ ଏବଂ ଲୋତକ ପୂର୍ଣ୍ଣ ଚକ୍ଷୁକୁ ଦେଖି ଶ୍ରୀକୃଷ୍ଣ ଏହି ସବୁ କଥା କହିଲେ।

#Odia#Odisha#News
Share Article:

Related Articles