न्यूज़रूम ओडिशा
ब्रेकिंग
ओडिया समाचार

ଆଜି ସନ୍ଧ୍ୟାରେ କ୍ୟାବିନେଟ ବୈଠକ

ଭୁବନେଶ୍ୱର – ଆଜି ବସିବ ରାଜ୍ୟ କ୍ୟାବିନେଟ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥିରେ ଅଧ୍ୟକ୍ଷତା କରିବେ । ଆଜିର ବୈଠକରେ କିଛି ବିଭାଗର ଏକାଧିକ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିବା ସମ୍ଭାବନା ରହିଛି। ସ୍ୱାସ୍ଥ୍ୟ, ରାଜସ୍ୱ ଓ ସାଧାରଣ ପ୍ରଶାସନ ପରି ବିଭାଗର ବିଭିନ୍ନ ପ୍ରସ୍ତାବକୁ କ୍ୟାବିନେଟ ମୋହର ବାଜିବା ସମ୍ଭାବନା ରହିଛି। କ୍ୟାବିନେଟ ବୈଠକ ସଂଧ୍ୟା ସାଢେ ୬ଟାରେ ଲୋକସେବା ଭବନରେ ବସିବ ।

Admin•9 मार्च 2024
Share Article:

#Odia#Odisha#News
Share Article:

Related Articles