न्यूज़रूम ओडिशा
ब्रेकिंग
ओडिया समाचार

ପଦ୍ମ ସମ୍ମାନରେ ସମ୍ମାନିତ ଓଡିଶାର କୃତୀ ସନ୍ତାନମାନଙ୍କୁ ମାସକୁ ଦିଆଯିବ ୨୫ ହଜାର ଟଙ୍କା ସମ୍ମାନ ରାଶି

ଭୁବନେଶ୍ବର – ପଦ୍ମ ସମ୍ମାନ ହେଉଛି ଦେଶର ଗୌରବମୟ ବେସାମରିକ ସମ୍ମାନ । ବିଭିନ୍ନ କ୍ଷେତ୍ରରେ ଦେଶକୁ ଗୌରବାନ୍ବିତ କରିଥିବା ବ୍ୟକ୍ତିବିଶେଷଙ୍କୁ ଏହି ସମ୍ମାନ ମିଳିଥାଏ। ପଦ୍ମ ପୁରସ୍କାରପ୍ରାପ୍ତ କୃତୀ ସନ୍ତାନମାନେ ସେମାନଙ୍କ ପ୍ରତିଭା ଓ ସେବା କାର୍ଯ୍ୟ ଦ୍ୱାରା ଓଡିଶାର ଗୌରବ ବୃଦ୍ଧି କରିଛନ୍ତି । ସମାଜକୁ ସେମାନଙ୍କ ବଳିଷ୍ଠ ଅବଦାନର ସ୍ବୀକୃତି ସ୍ବରୂପ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେମାନଙ୍କ ସମ୍ମାନାର୍ଥେ ମାସକୁ ୨୫ ହଜାର ଟଙ୍କା ଲେଖାଏ ଅର୍ଥ ସମ୍ମାନ ରାଶି ପ୍ରଦାନ କରିବା [...]

Admin•13 मार्च 2024
Share Article:

ଭୁବନେଶ୍ବର – ପଦ୍ମ ସମ୍ମାନ ହେଉଛି ଦେଶର ଗୌରବମୟ ବେସାମରିକ ସମ୍ମାନ । ବିଭିନ୍ନ କ୍ଷେତ୍ରରେ ଦେଶକୁ ଗୌରବାନ୍ବିତ କରିଥିବା ବ୍ୟକ୍ତିବିଶେଷଙ୍କୁ ଏହି ସମ୍ମାନ ମିଳିଥାଏ। ପଦ୍ମ ପୁରସ୍କାରପ୍ରାପ୍ତ କୃତୀ ସନ୍ତାନମାନେ ସେମାନଙ୍କ ପ୍ରତିଭା ଓ ସେବା କାର୍ଯ୍ୟ ଦ୍ୱାରା ଓଡିଶାର ଗୌରବ ବୃଦ୍ଧି କରିଛନ୍ତି ।

ସମାଜକୁ ସେମାନଙ୍କ ବଳିଷ୍ଠ ଅବଦାନର ସ୍ବୀକୃତି ସ୍ବରୂପ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେମାନଙ୍କ ସମ୍ମାନାର୍ଥେ ମାସକୁ ୨୫ ହଜାର ଟଙ୍କା ଲେଖାଏ ଅର୍ଥ ସମ୍ମାନ ରାଶି ପ୍ରଦାନ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଚଳିତବର୍ଷ ଏପ୍ରିଲ ମାସଠାରୁ ଏହି ସମ୍ମାନ ରାଶି ପ୍ରଦାନ କରାଯିବ।

#Odia#Odisha#News
Share Article:

Related Articles