କନିଷ୍ଠ ଶିକ୍ଷକଙ୍କ ମାସିକ ପାରିଶ୍ରମିକ ୨୦ ହଜାର ଟଙ୍କାକୁ ବୃଦ୍ଧି , ୨୦୨୩ ଜାନୁଆରୀ ପହିଲାରୁ ପିଛିଲା ଭାବେ ଲାଗୁ
ଭୁବନେଶ୍ବର -ରାଜ୍ୟରେ ଥିବା ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ନିୟୋଜିତ ହୋଇଥିବା କନିଷ୍ଠ ଶିକ୍ଷକମାନଙ୍କର (ଯେଉଁମାନେ ଯୋଜନା ଭିତ୍ତିକ ପଦବୀରେ ୩ ବର୍ଷ କାର୍ଯ୍ୟ କରିସାରିଛନ୍ତି) ବିଭିନ୍ନ ଦାବିକୁ ବିଚାରକୁ ନେଇ ସରକାର ସେମାନଙ୍କ ମାସିକ ପାରିଶ୍ରମିକ ୧୩,୮୦୦ ପରିବର୍ତ୍ତେ ୨୦,୦୦୦ ଟଙ୍କା କରିବା ପାଇଁ ସ୍ଥିର କରିଛନ୍ତି । ଏହି ବୃଦ୍ଧି ପିଛିଲା ଭାବେ ୨୦୨୩ ଜାନୁଆରୀ ୧ ତାରିଖରୁ ଲାଗୁ ହେବ । ଏହା ଦ୍ୱାରା ରାଜ୍ୟର କାର୍ଯ୍ୟରତ ୧୨,୭୮୪ ଜଣ କନିଷ୍ଠ [...]
ଭୁବନେଶ୍ବର -ରାଜ୍ୟରେ ଥିବା ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ନିୟୋଜିତ ହୋଇଥିବା କନିଷ୍ଠ ଶିକ୍ଷକମାନଙ୍କର (ଯେଉଁମାନେ ଯୋଜନା ଭିତ୍ତିକ ପଦବୀରେ ୩ ବର୍ଷ କାର୍ଯ୍ୟ କରିସାରିଛନ୍ତି) ବିଭିନ୍ନ ଦାବିକୁ ବିଚାରକୁ ନେଇ ସରକାର ସେମାନଙ୍କ ମାସିକ ପାରିଶ୍ରମିକ ୧୩,୮୦୦ ପରିବର୍ତ୍ତେ ୨୦,୦୦୦ ଟଙ୍କା କରିବା ପାଇଁ ସ୍ଥିର କରିଛନ୍ତି । ଏହି ବୃଦ୍ଧି ପିଛିଲା ଭାବେ ୨୦୨୩ ଜାନୁଆରୀ ୧ ତାରିଖରୁ ଲାଗୁ ହେବ । ଏହା ଦ୍ୱାରା ରାଜ୍ୟର କାର୍ଯ୍ୟରତ ୧୨,୭୮୪ ଜଣ କନିଷ୍ଠ ଶିକ୍ଷକ ଉପକୃତ ହେବେ । ଏଥିପାଇଁ ଅତିରିକ୍ତ ୯୫ କୋଟି ଟଙ୍କା ବାର୍ଷିକ ଖର୍ଚ୍ଚ ହେବ।
ସୂଚନାଯୋଗ୍ୟ ଯେ, ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ଅବସରରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ନିୟୋଜିତ ଥିବା କନିଷ୍ଠ ଶିକ୍ଷକମାନେ ସେମାନଙ୍କ ଅସୁବିଧା ସଂପର୍କରେ ଦୃଷ୍ଟି ଆକର୍ଷଣ କରିଥିଲେ ।
Odisha Govt Hikes Salary of Junior Teachers to Rs 20,000
Next ArticleLaptops Distributed to Visually Impaired Students in Angul
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
