न्यूज़रूम ओडिशा
ब्रेकिंग
ओडिया समाचार

ସିବିଆଇ ଡିଆଇଜି ଭାବେ କେନ୍ଦ୍ରୀୟ ଡେପୁଟେସନରେ ଯିବେ ଆଇପିଏସ ସାରା ଶର୍ମା

ନୂଆଦିଲ୍ଲୀ – କେନ୍ଦ୍ରୀୟ ଡେପୁଟେସନରେ ଯିବେ ଆଇପିଏସ ସାରା ଶର୍ମା। ସିବିଆଇ ଡିଆଇଜି ଭାବେ ସାରା ଶର୍ମା କେନ୍ଦ୍ରୀୟ ଡେପୁଟେସନରେ ଯିବେ । ୫ବର୍ଷ ପାଇଁ ସିବିଆଇରେ ଡିଆଇଜି ଭାବେ ଦାୟିତ୍ୱ ତୁଲାଇବେ। ଏନେଇ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖିଛି କେନ୍ଦ୍ର ଗୃହ ମନ୍ତ୍ରାଳୟ। ତୁରନ୍ତ କାର୍ଯ୍ୟରେ ଯୋଗଦେବାକୁ ସାରାଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ୨୦୧୦ ଓଡ଼ିଶା କ୍ୟାଡର ଆଇପିଏସ ହେଉଛନ୍ତି ସାରା ଶର୍ମା।

Admin•15 मार्च 2024
Share Article:

#Odia#Odisha#News
Share Article:

Related Articles