न्यूज़रूम ओडिशा
ब्रेकिंग
ओडिया समाचार

ବିଜେଡିରେ ସାମିଲ ହେଲେ ଖଡ଼ିଆଳ ବିଧାୟକ ଅଧୀରାଜ

ଭୁବନେଶ୍ୱର – କଂଗ୍ରେସରୁ ଇସ୍ତଫା ଦେଇଥିବା ଖଡ଼ିଆଳ ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ ଆଜି ବିଜେଡିରେ ସାମିଲ ହୋଇଛନ୍ତି। ଶଙ୍ଖ ଭବନରେ ଆୟୋଜିତ ବିଜେଡିର ମିଶ୍ରଣ ପର୍ବରେ ଶତାଧିକ ସମର୍ଥକଙ୍କ ସହ ଦଳରେ ମିଶିଛନ୍ତି ଅଧୀରାଜ । ସୂଚନାଯୋଗ୍ୟ ଯେ, ଗତକାଲି କଂଗ୍ରେସରୁ ଇସ୍ତଫା ଦେଇଥିଲେ ଖଡ଼ିଆଳ ବିଧାୟକ। ନିର୍ବାଚନ ପୂର୍ବରୁ ଗୋଟିଏ ପରେ ଗୋଟିଏ ଟାଣୁଆ ନେତା କଂଗ୍ରେସ ଛାଡୁଥିବାରୁ ଦଳ ପାଇଁ ଚିନ୍ତାର କାରଣ ହୋଇଛି।

Admin•20 मार्च 2024
Share Article:

#Odia#Odisha#News
Share Article:

Related Articles