ଅଧିକାଂଶ ଅଞ୍ଚଳରେ ଦିନ ତାପମାତ୍ରା ବୃଦ୍ଧି, ଚଳିତ ମାସ ଶେଷବେଳକୁ ପାରଦ ୪୦ ଛୁଇଁବା ସମ୍ଭାବନା
ଭୁବନେଶ୍ୱର – ରାଜ୍ୟର ଅଧିକାଂଶ ଅଞ୍ଚଳରେ ତାପମାତ୍ରା ବଢ଼ିବାରେ ଲାଗିଛି । ଆସନ୍ତା ୪ ଦିନ ମଧ୍ୟରେ ଅନେକ ଜାଗାରେ ଦିନ ତାପମାତ୍ରା ୩ ରୁ ୫ ଡିଗ୍ରୀ ସେଲସିସ ଯାଏଁ ବୃଦ୍ଧି ପାଇବା ସମ୍ଭାବନା ରହିଛି । ଚଳିତମାସ ଶେଷଆଡକୁ ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାର କିଛି ଅଞ୍ଚଳରେ ତାପମାତ୍ରା ୩୯ ରୁ ୪୦ ଡିଗ୍ରୀ ଯାଏଁ ବୃଦ୍ଧି ହେବା ନେଇ ପୂର୍ବାନୁମାନ କରାଯାଇଛି। ଗତକାଲି ୫ଟି ସହରରେ ୩୭ ଡିଗ୍ରୀ ଛୁଇଁଥିଲା ଦିନର ସର୍ବୋଚ୍ଚ [...]
ଭୁବନେଶ୍ୱର – ରାଜ୍ୟର ଅଧିକାଂଶ ଅଞ୍ଚଳରେ ତାପମାତ୍ରା ବଢ଼ିବାରେ ଲାଗିଛି । ଆସନ୍ତା ୪ ଦିନ ମଧ୍ୟରେ ଅନେକ ଜାଗାରେ ଦିନ ତାପମାତ୍ରା ୩ ରୁ ୫ ଡିଗ୍ରୀ ସେଲସିସ ଯାଏଁ ବୃଦ୍ଧି ପାଇବା ସମ୍ଭାବନା ରହିଛି । ଚଳିତମାସ ଶେଷଆଡକୁ ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାର କିଛି ଅଞ୍ଚଳରେ ତାପମାତ୍ରା ୩୯ ରୁ ୪୦ ଡିଗ୍ରୀ ଯାଏଁ ବୃଦ୍ଧି ହେବା ନେଇ ପୂର୍ବାନୁମାନ କରାଯାଇଛି।
ଗତକାଲି ୫ଟି ସହରରେ ୩୭ ଡିଗ୍ରୀ ଛୁଇଁଥିଲା ଦିନର ସର୍ବୋଚ୍ଚ ତାପମାତ୍ରା । ୩୮ ଡିଗ୍ରୀ ସେଲସିୟସ ତାପମାତ୍ରା ସହ ବଲାଙ୍ଗୀର ଥିଲା ରାଜ୍ୟର ଉତ୍ତପ୍ତ ସହର ।
ଆସନ୍ତାକାଲି ଉତ୍ତର ଓ ଉପକୂଳ ଓଡ଼ିଶାରେ କୋହଲା ପାଗ ରହିବ । ୨୬ ତାରିଖଠାରୁ ପୁଣିଥରେ ପାରଦ ଉପରମୁହାଁ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।
ରୋମାଞ୍ଚକର ମ୍ୟାଚରେ ସନରାଇଜର୍ସକୁ ୪ ରନରେ ହରାଇଲା କେକେଆର୍
Next Articleକେକେଆର୍ ବିଜୟର ହିରୋ ହର୍ଷିତ ରାଣାଙ୍କୁ ଜୋରିମାନା, ଏହି କାରଣରୁ କଟିଲା ୬୦ ପ୍ରତିଶତ ମ୍ୟାଚ୍ ଫି
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
