न्यूज़रूम ओडिशा
ब्रेकिंग
ओडिया समाचार

କୋରାପୁଟ ପୋଡାଗଡ ନିକଟରେ ଓଲଟିଲା ବସ : ୧ ମୃତ , ୨୦ ଆହତ

କୋରାପୁଟ – କୋରାପୁଟ ଜିଲ୍ଲାରେ ସଡ଼କ ଦୁର୍ଘଟଣା । କୋରାପୁଟ ସଦର ଥାନା ପୋଡାଗଡ ନିକଟରେ ଏକ ଘରୋଇ ଯାତ୍ରୀବାହୀ ବସ୍ ଓଲଟି ପଡ଼ିବାରୁ ଜଣଙ୍କର ମୃତ୍ୟୁ ହୋଇଛି। ଏଥିରେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି । ଆହତଙ୍କ ମଧ୍ୟରୁ କେତେକ ଯାତ୍ରୀଙ୍କ ଅବସ୍ଥା ଗୁରୁତର ରହିଛି। ବସ୍‌ଟି ମାଲକାନଗିରିରୁ ବ୍ରହ୍ମପୁର ଆସୁଥିବା ବେଳେ ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟକୁ ଜୋରଦାର କରାଯାଇଛି ।

Admin•26 मार्च 2024
Share Article:

କୋରାପୁଟ – କୋରାପୁଟ ଜିଲ୍ଲାରେ ସଡ଼କ ଦୁର୍ଘଟଣା । କୋରାପୁଟ ସଦର ଥାନା ପୋଡାଗଡ ନିକଟରେ ଏକ ଘରୋଇ ଯାତ୍ରୀବାହୀ ବସ୍ ଓଲଟି ପଡ଼ିବାରୁ ଜଣଙ୍କର ମୃତ୍ୟୁ ହୋଇଛି। ଏଥିରେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି । ଆହତଙ୍କ ମଧ୍ୟରୁ କେତେକ ଯାତ୍ରୀଙ୍କ ଅବସ୍ଥା ଗୁରୁତର ରହିଛି।

ବସ୍‌ଟି ମାଲକାନଗିରିରୁ ବ୍ରହ୍ମପୁର ଆସୁଥିବା ବେଳେ ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟକୁ ଜୋରଦାର କରାଯାଇଛି ।

#Odia#Odisha#News
Share Article:

Related Articles