न्यूज़रूम ओडिशा
ब्रेकिंग
ओडिया समाचार

ବିଜେପିକୁ ଝଟକା : ଦଳ ଛାଡିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ

ଭୁବନେଶ୍ୱର – ନୀଳଗିରି ବିଧାୟକ ସୁକାନ୍ତ ନାୟକ ଆଜି ବିଜେପିରୁ ଇସ୍ତଫା ଦେଇଛନ୍ତି। ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ନୀଳଗିରି ବିଧାୟକ। ରାଜ୍ୟ ସଭାପତି ମନମୋହନ ସାମଲଙ୍କ ପାଖକୁ ସେ ଇସ୍ତଫାପତ୍ର ପଠାଇଛନ୍ତି । ୨୦୧୪ରେ ବିଜେଡିରୁ ନିର୍ବାଚନ ଲଢି ଜିତିଥିଲେ ସୁକାନ୍ତ । ହେଲେ ୨୦୧୯ରେ ବିଜେଡି ଛାଡି ବିଜେପିରେ ସାମିଲ ହୋଇଥିଲେ। ୨୦୧୯ରେ ବିଜେପିରୁ ଟିକେଟ ପାଇ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ।

Admin•29 मार्च 2024
Share Article:

#Odia#Odisha#News
Share Article:

Related Articles