न्यूज़रूम ओडिशा
ब्रेकिंग
ओडिया समाचार

କଂଗ୍ରେସ ପକ୍ଷରୁ ପ୍ରଥମ ପର୍ଯ୍ୟାୟ ଲୋକସଭା ପ୍ରାର୍ଥୀ ତାଲିକା ପ୍ରକାଶ

ଭୁବନେଶ୍ୱର – କଂଗ୍ରେସ ପକ୍ଷରୁ ଲୋକସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି କଂଗ୍ରେସ। ୮ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି । ବରଗଡ଼ରୁ ସଞ୍ଜୟ ଭୋଇ, ସୁନ୍ଦରଗଡ଼ରୁ ଜନାର୍ଦ୍ଦନ ଦେହୁରୀ, ବଲାଙ୍ଗିରରୁ ମନୋଜ ମିଶ୍ର, କଳାହାଣ୍ଡିରୁ ଦ୍ରୌପଦୀ ମାଝୀ ଓ ନବରଙ୍ଗପୁରରୁ ଭୁଜବଳ ମାଝୀ ନିର୍ବାଚନ ଲଢ଼ିବେ। କନ୍ଧମାଳରୁ ଅମିର ଚାନ୍ଦ ନାୟକ , ବ୍ରହ୍ମପୁରରୁ ରଶ୍ମିରଂଜନ ପଟ୍ଟନାୟକ ଓ କୋରାପୁଟରୁ ସପ୍ତଗିରି ଉଲାକାଙ୍କୁ ପ୍ରାର୍ଥୀ କରିଛି କଂଗ୍ରେସ।

Admin•2 अप्रैल 2024
Share Article:

ଭୁବନେଶ୍ୱର – କଂଗ୍ରେସ ପକ୍ଷରୁ ଲୋକସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି କଂଗ୍ରେସ। ୮ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି ।

ବରଗଡ଼ରୁ ସଞ୍ଜୟ ଭୋଇ, ସୁନ୍ଦରଗଡ଼ରୁ ଜନାର୍ଦ୍ଦନ ଦେହୁରୀ, ବଲାଙ୍ଗିରରୁ ମନୋଜ ମିଶ୍ର, କଳାହାଣ୍ଡିରୁ ଦ୍ରୌପଦୀ ମାଝୀ ଓ ନବରଙ୍ଗପୁରରୁ ଭୁଜବଳ ମାଝୀ ନିର୍ବାଚନ ଲଢ଼ିବେ। କନ୍ଧମାଳରୁ ଅମିର ଚାନ୍ଦ ନାୟକ , ବ୍ରହ୍ମପୁରରୁ ରଶ୍ମିରଂଜନ ପଟ୍ଟନାୟକ ଓ କୋରାପୁଟରୁ ସପ୍ତଗିରି ଉଲାକାଙ୍କୁ ପ୍ରାର୍ଥୀ କରିଛି କଂଗ୍ରେସ।

#Odia#Odisha#News
Share Article:

Related Articles