न्यूज़रूम ओडिशा
ब्रेकिंग
ओडिया समाचार

ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉମାନଙ୍କ ବନକଲାଗି ନୀତି , ୪ ଘଣ୍ଟା ବନ୍ଦ ରହିବ ଦର୍ଶନ

ପୁରୀ – ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ବନକଲାଗି ନୀତି। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଆଜି ଚାରି ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ସାଧାରଣ ଦର୍ଶନ । ଦ୍ୱିତୀୟ ଭୋଗ ମଣ୍ଡପ ଶେଷ ହେବା ପରେ ଶ୍ରୀଜିଉଙ୍କ ବନକଲାଗି ନୀତି ହେବ । ଏହି ନୀତି ହେତୁ ସନ୍ଧ୍ୟା ୬ରୁ ରାତି ୧୦ ଯାଏଁ ମହାପ୍ରଭୁଙ୍କୁ ଭକ୍ତ ଦର୍ଶନ କରିପାରିବେ ନାହିଁ।

Admin•10 अप्रैल 2024
Share Article:

#Odia#Odisha#News
Share Article:

Related Articles