न्यूज़रूम ओडिशा
ब्रेकिंग
ओडिया समाचार

ବିଜେଡ଼ିରେ ମିଶିଲେ ମୋହନା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟିକା ବାସନ୍ତୀ ମଲ୍ଲିକ

ଭୁବନେଶ୍ବର – ମୋହନା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟିକା ବାସନ୍ତୀ ମଲ୍ଲିକ ଆଜି ବିଜେଡିରେ ଯୋଗ ଦେଇଛନ୍ତି। ଶଙ୍ଖ ଭବନରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଛନ୍ତି ବାସନ୍ତୀ ମଲ୍ଲିକ। ବାସନ୍ତୀଙ୍କୁ ଉପଢୌକନ ଦେଇ ଦଳକୁ ସ୍ଵାଗତ କରିଥଲେ ସସ୍ମିତ ପାତ୍ର । ବାସନ୍ତୀ ମଲ୍ଲିକଙ୍କ ଯୋଗଦାନ ଫଳରେ ବିଶେଷକରି ମୋହନା ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଡକ୍ଟର ସସ୍ମିତ ପାତ୍ର କହିଥିଲେ। ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି [...]

Admin•30 अप्रैल 2024
Share Article:

ଭୁବନେଶ୍ବର – ମୋହନା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟିକା ବାସନ୍ତୀ ମଲ୍ଲିକ ଆଜି ବିଜେଡିରେ ଯୋଗ ଦେଇଛନ୍ତି। ଶଙ୍ଖ ଭବନରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଛନ୍ତି ବାସନ୍ତୀ ମଲ୍ଲିକ। ବାସନ୍ତୀଙ୍କୁ ଉପଢୌକନ ଦେଇ ଦଳକୁ ସ୍ଵାଗତ କରିଥଲେ ସସ୍ମିତ ପାତ୍ର । ବାସନ୍ତୀ ମଲ୍ଲିକଙ୍କ ଯୋଗଦାନ ଫଳରେ ବିଶେଷକରି ମୋହନା ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଡକ୍ଟର ସସ୍ମିତ ପାତ୍ର କହିଥିଲେ।

ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ବଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ବିଜେଡିରେ ଯୋଗ ଦେଇଛନ୍ତି ବୋଲି ବାସନ୍ତୀ କହିଛନ୍ତି।

#Odia#Odisha#News
Share Article:

Related Articles