ଓଡ଼ିଶାରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ ଶେଷ, ଆଜି ଯାଞ୍ଚ
ଭୁବନେଶ୍ବର – ଓଡ଼ିଶାରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ମଙ୍ଗଳବାର ( ମେ’ ୧୪) ପ୍ରାର୍ଥିପତ୍ର ଦାଖଲର ଥିଲା ଶେଷ ଦିନ। ଏହି ପର୍ଯ୍ୟାୟରେ ରାଜ୍ୟର ମୟୂରଭଞ୍ଜ, ବାଲେଶ୍ବର, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ ଏବଂ ଯାଜପୁର ସଂସଦୀୟ କ୍ଷେତ୍ର ସହିତ ୪୨ଟି ବିଧାନସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ ହୋଇଛି । ଯଶିପୁର, ସାରସକଣା, ରାଇରଙ୍ଗପୁର, ବାଙ୍ଗିରିପୋଷି, ଉଦଳା, ବଡ଼ସାହି, ବାରିପଦା, ମୋରଡ଼ା, ଜଳେଶ୍ୱର, ଭୋଗରାଇ, ବସ୍ତା, ବାଲେଶ୍ୱର, ରେମୁଣା, ନୀଳଗିରି, ସୋର, ସିମୁଳିଆ, ଭଣ୍ଡାରିପୋଖରୀ, ଭଦ୍ରକ, [...]
ଭୁବନେଶ୍ବର – ଓଡ଼ିଶାରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ମଙ୍ଗଳବାର ( ମେ’ ୧୪) ପ୍ରାର୍ଥିପତ୍ର ଦାଖଲର ଥିଲା ଶେଷ ଦିନ। ଏହି ପର୍ଯ୍ୟାୟରେ ରାଜ୍ୟର ମୟୂରଭଞ୍ଜ, ବାଲେଶ୍ବର, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ ଏବଂ ଯାଜପୁର ସଂସଦୀୟ କ୍ଷେତ୍ର ସହିତ ୪୨ଟି ବିଧାନସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ ହୋଇଛି । ଯଶିପୁର, ସାରସକଣା, ରାଇରଙ୍ଗପୁର, ବାଙ୍ଗିରିପୋଷି, ଉଦଳା, ବଡ଼ସାହି, ବାରିପଦା, ମୋରଡ଼ା, ଜଳେଶ୍ୱର, ଭୋଗରାଇ, ବସ୍ତା, ବାଲେଶ୍ୱର, ରେମୁଣା, ନୀଳଗିରି, ସୋର, ସିମୁଳିଆ, ଭଣ୍ଡାରିପୋଖରୀ, ଭଦ୍ରକ, ବାସୁଦେବପୁର, ଧାମନଗର, ଚାନ୍ଦବାଲି, ବିଂଝାରପୁର, ବରୀ, ବଡ଼ଚଣା, ଧର୍ମଶାଳା, ଯାଜପୁର, କୋରେଇ, ସୁକିନ୍ଦା, ନିଆଳି, ସାଲେପୁର, ମାହାଙ୍ଗା, ପାଟକୁରା, କେନ୍ଦ୍ରାପଡ଼ା, ଆଳି, ରାଜନଗର, ମହାକାଳପଡ଼ା, ପାରାଦୀପ, ତିର୍ତ୍ତୋଲ, ବାଲିକୁଦା-ଏରସମା, ଜଗତସିଂହପୁର, କାକଟପୁର ଓ ନିମାପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀରେ ମତଦାନ ଜୁନ ୧ରେ ହେବାକୁ ଯାଉଛି। ଆଜି ନାମାଙ୍କନପତ୍ର ଯାଞ୍ଚ କରାଯିବ । ମେ’ ୧୭ ପ୍ରାର୍ଥିପତ୍ର ପ୍ରତ୍ୟାହାର ପାଇଁ ଶେଷ ତାରିଖ ରହିଛି।
ନିର୍ବାଚନ ପ୍ରଚାର ପାଇଁ ଆଜି ଓଡ଼ିଶା ଆସିବେ ଅମିତ ଶାହା ଓ ରାହୁଲ ଗାନ୍ଧି
Next Articleଫେଡେରେସନ କପ୍ ଆଥଲେଟିକ୍ସ: ଆଜି ଜାଭେଲିନ ଥ୍ରୋ’ରେ ଭାଗ ନେବେ ନୀରଜ ଚୋପ୍ରା ଓ କିଶୋର ଜେନା
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
