ଓଡ଼ିଶାରେ ପ୍ରଧାନମନ୍ତ୍ରୀ ମୋଦି : ପୁରୀରେ କରିବେ ରୋଡ୍ ଶୋ, କଟକ ଓ ଅନୁଗୁଳରେ ବି ପ୍ରଚାର କାର୍ଯ୍ୟକ୍ରମ
ଭୁବନେଶ୍ୱର – ଆଜି ମଧ୍ୟ ତାରକା ପ୍ରଚାରକଙ୍କ ନିର୍ବାଚନ ପ୍ରଚାର ବେଶ୍ ଜମିବ । ରାଜ୍ୟକୁ ତୃତୀୟ ଥର ପାଇଁ ନିର୍ବାଚନ ପ୍ରଚାର କରିବାକୁ ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ପୁରୀରେ ରୋଡ୍ ଶୋ’ କରି ବିଜେପି ପାଇଁ ଭୋଟ ମାଗିବେ । ପ୍ରଧାନମନ୍ତ୍ରୀ ଗତକାଲି ସଂଧ୍ୟାରେ ଭୁବନେଶ୍ୱରରେ ପହଞ୍ଚି ପ୍ରଥମେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଦଳୀୟ କର୍ମକର୍ତ୍ତାଙ୍କ ସହ ବୈଠକ କରିଥିଲେ। ଆଜି ସକାଳେ ସେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ପୁରୀ [...]
ଭୁବନେଶ୍ୱର – ଆଜି ମଧ୍ୟ ତାରକା ପ୍ରଚାରକଙ୍କ ନିର୍ବାଚନ ପ୍ରଚାର ବେଶ୍ ଜମିବ । ରାଜ୍ୟକୁ ତୃତୀୟ ଥର ପାଇଁ ନିର୍ବାଚନ ପ୍ରଚାର କରିବାକୁ ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ପୁରୀରେ ରୋଡ୍ ଶୋ’ କରି ବିଜେପି ପାଇଁ ଭୋଟ ମାଗିବେ । ପ୍ରଧାନମନ୍ତ୍ରୀ ଗତକାଲି ସଂଧ୍ୟାରେ ଭୁବନେଶ୍ୱରରେ ପହଞ୍ଚି ପ୍ରଥମେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଦଳୀୟ କର୍ମକର୍ତ୍ତାଙ୍କ ସହ ବୈଠକ କରିଥିଲେ। ଆଜି ସକାଳେ ସେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ପୁରୀ ରୋଡ୍ ଶୋ’ ପରେ ପ୍ରଧାନମନ୍ତ୍ରୀ ଅନୁଗୁଳ ଓ କଟକରେ ନିର୍ବାଚନ ପ୍ରଚାର କରିବେ ।
କଡ଼ା ସୁରକ୍ଷା ମଧ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ, ବିଭିନ୍ନ ପାହ୍ୟାର ୩୩ ହଜାର ପୋଲିସ କର୍ମଚାରୀ ମୁତୟନ
Next Articleଆଜି ରାଜଧାନୀରେ ମୁଖ୍ୟମନ୍ତ୍ରୀ କରିବେ ରୋଡ୍ ଶୋ’ , ସପ୍ତାହକ ମଧ୍ୟରେ ଦ୍ୱିତୀୟ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
