न्यूज़रूम ओडिशा
ब्रेकिंग
ओडिया समाचार

ବିପୁଳ ସଂଖ୍ୟାରେ ମତଦାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅପିଲ୍

ଭୁବନେଶ୍ୱର – ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଚାଲିଛି। ୬ ଲୋକସଭା ଓ ୪୨ ବିଧାନସଭା ଆସନରେ ପ୍ରତିନିଧି ବାଛୁଛନ୍ତି ଭୋଟର । ଗଣତନ୍ତ୍ରର ମହାପର୍ବ ନିର୍ବାଚନରେ ସାମିଲ ହୋଇ ବିପୁଳ ସଂଖ୍ୟାରେ ଭୋଟ୍ ଦେବା ପାଇଁ ଅପିଲ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, “ଗଣତନ୍ତ୍ରରେ ମତଦାନ ଆପଣଙ୍କ ଅଧିକାର। ଆପଣଙ୍କ ପ୍ରତିଟି ଭୋଟ୍ ଅତ୍ୟନ୍ତ ମୂଲ୍ୟବାନ। ଆସନ୍ତୁ ଗଣତନ୍ତ୍ରର ଏହି ମହାପର୍ବରେ ସାମିଲ ହେବା। ବିପୁଳ [...]

Admin•1 जून 2024
Share Article:

ଭୁବନେଶ୍ୱର – ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଚାଲିଛି। ୬ ଲୋକସଭା ଓ ୪୨ ବିଧାନସଭା ଆସନରେ ପ୍ରତିନିଧି ବାଛୁଛନ୍ତି ଭୋଟର । ଗଣତନ୍ତ୍ରର ମହାପର୍ବ ନିର୍ବାଚନରେ ସାମିଲ ହୋଇ ବିପୁଳ ସଂଖ୍ୟାରେ ଭୋଟ୍ ଦେବା ପାଇଁ ଅପିଲ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, “ଗଣତନ୍ତ୍ରରେ ମତଦାନ ଆପଣଙ୍କ ଅଧିକାର। ଆପଣଙ୍କ ପ୍ରତିଟି ଭୋଟ୍ ଅତ୍ୟନ୍ତ ମୂଲ୍ୟବାନ। ଆସନ୍ତୁ ଗଣତନ୍ତ୍ରର ଏହି ମହାପର୍ବରେ ସାମିଲ ହେବା। ବିପୁଳ ସଂଖ୍ୟାରେ ମତଦାନ କରି ବିକାଶରେ ସହଭାଗୀ ସାଜିବା। “

#Odia#Odisha#News
Share Article:

Related Articles