न्यूज़रूम ओडिशा
ब्रेकिंग
ओडिया समाचार

ବିଜେଡି ସୁପ୍ରିମୋଙ୍କୁ ଭେଟିଲେ ଦଳର ନବନିର୍ବାଚିତ ବିଧାୟକ

ଭୁବନେଶ୍ବର – ବିଧାନସଭା ନିର୍ବାଚନରେ ବିଜୟୀ ହୋଇଥିବା ବିଜେଡି ବିଧାୟକମାନେ ଆଜି ନବୀନ ନିବାସରେ ଦଳ ସଭାପତି ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି । ନବନିର୍ବାଚିତ ବିଧାୟକମାନେ ବିଜେଡି ସୁପ୍ରିମୋଙ୍କୁ ଧନ୍ୟବାଦ ଜଣାଇଛନ୍ତି। ବିଞ୍ଝାରପୁର ବିଧାୟିକା ପ୍ରମିଳା ମଲ୍ଲିକ, ରେଙ୍ଗାଳି ବିଧାୟକ ସତ୍ୟନ୍ଦ୍ର ହରିପାଲ, ଜୟଦେବ ବିଧାୟକ ନବ ମଲ୍ଲିକ, ବାଙ୍କୀ ବିଧାୟକ ଦେବୀ ତ୍ରିପାଠୀ, ଭଣ୍ଡାରିପୋଖରୀ ବିଧାୟକ ସଂଜୀବ ମଲ୍ଲିକ, ଆଠମଲ୍ଲିକ ବିଧାୟକ ନଳିନୀ ପ୍ରଧାନ, ଦେବଗଡ଼ ବିଧାୟକ ରୋମାଞ୍ଚ ରଞ୍ଜନ ବିଶ୍ୱାଳ, ଭୋଗରାଇ ବିଧାୟକ ଗୌତମ [...]

Admin•5 जून 2024
Share Article:

ଭୁବନେଶ୍ବର – ବିଧାନସଭା ନିର୍ବାଚନରେ ବିଜୟୀ ହୋଇଥିବା ବିଜେଡି ବିଧାୟକମାନେ ଆଜି ନବୀନ ନିବାସରେ ଦଳ ସଭାପତି ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି । ନବନିର୍ବାଚିତ ବିଧାୟକମାନେ ବିଜେଡି ସୁପ୍ରିମୋଙ୍କୁ ଧନ୍ୟବାଦ ଜଣାଇଛନ୍ତି। ବିଞ୍ଝାରପୁର ବିଧାୟିକା ପ୍ରମିଳା ମଲ୍ଲିକ, ରେଙ୍ଗାଳି ବିଧାୟକ ସତ୍ୟନ୍ଦ୍ର ହରିପାଲ, ଜୟଦେବ ବିଧାୟକ ନବ ମଲ୍ଲିକ, ବାଙ୍କୀ ବିଧାୟକ ଦେବୀ ତ୍ରିପାଠୀ, ଭଣ୍ଡାରିପୋଖରୀ ବିଧାୟକ ସଂଜୀବ ମଲ୍ଲିକ, ଆଠମଲ୍ଲିକ ବିଧାୟକ ନଳିନୀ ପ୍ରଧାନ, ଦେବଗଡ଼ ବିଧାୟକ ରୋମାଞ୍ଚ ରଞ୍ଜନ ବିଶ୍ୱାଳ, ଭୋଗରାଇ ବିଧାୟକ ଗୌତମ ବୁଦ୍ଧ ଦାସ, ରାଜନଗର ବିଧାୟକ ଧ୍ରୁବ ସାହୁ, ବାଲିଗୁଡା ଚକ୍ରମଣି କହଁର, ଘସିପୁରା ବିଧାୟକ ବଦ୍ରି ନାରାୟଣ ପାତ୍ର, ଆନନ୍ଦପୁର ବିଧାୟକ ଅଭିମନ୍ୟୁ ସେଠି, ବରୀ ବିଧାୟକ ବିଶ୍ୱରଞ୍ଜନ ମଲ୍ଲିକ, ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା, ଖରିଆର ବିଧାୟକ ଅଧୀରାଜ ପାଣିଗ୍ରାହୀ, କଟକ ଚୌଦ୍ୱାର ବିଧାୟକ ସୌଭିକ ବିଶ୍ୱାଳ, ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା ପ୍ରମୁଖ ନବୀନ ନିବାସ ଯାଇଛନ୍ତି ।

#Odia#Odisha#News
Share Article:

Related Articles