ଗୀତା ଉପଦେଶ: ନିଜର ସମସ୍ତ ବୁଦ୍ଧି ଭଗବାନଙ୍କ ଠାରେ ସ୍ଥିର ହୋଇଯିବା ହିଁ କର୍ମ ସନ୍ୟାସ ଯୋଗ ଅଟେ
ବିଷାଦଗ୍ରସ୍ତ ଅର୍ଜୁନଙ୍କୁ ରଣାଙ୍ଗନରେ ଭଗବାନ ଶ୍ରୀକୃଷ୍ଣ ଷଷ୍ଠ ଅଧ୍ୟାୟରେ ଆତ୍ମସଂଯମ ଯୋଗ ସମ୍ବନ୍ଧରେ କହୁଛନ୍ତି : – ନ ପ୍ରହୃଷ୍ୟେତ୍ପ୍ରିୟଂ ପ୍ରାପ୍ୟ ନୋଦ୍ୱିଜେତ୍ପ୍ରାପ୍ୟ ଚାପ୍ରିୟମ୍।ସ୍ଥିରବୁଦ୍ଧିରସମ୍ମୂଢ଼ୋ ବ୍ରହ୍ମବିଦ୍ ବ୍ରହ୍ମଣି ସ୍ଥିତଃ। ଅର୍ଥାତ: ଭଗବାନଙ୍କ ଠାରେ ସ୍ଥିତ ରହି, ଯେଉଁ ମାନଙ୍କ ର ବୁଦ୍ଧି ସ୍ଥିର ଏବଂ ମୋହଶୂନ୍ୟ ହୋଇ ଯାଇଥାଏ, ସେମାନେ ସୁଖରେ ଉତ୍ଫୁଲ୍ଲିତ ହୁଅନ୍ତି ନାହିଁ କିମ୍ବା ଦୁଃଖରେ ଉଦ୍ବେଗଗ୍ରସ୍ତ ହୁଅନ୍ତିନାହିଁ ।
ବିଷାଦଗ୍ରସ୍ତ ଅର୍ଜୁନଙ୍କୁ ରଣାଙ୍ଗନରେ ଭଗବାନ ଶ୍ରୀକୃଷ୍ଣ ଷଷ୍ଠ ଅଧ୍ୟାୟରେ ଆତ୍ମସଂଯମ ଯୋଗ ସମ୍ବନ୍ଧରେ କହୁଛନ୍ତି : –
ନ ପ୍ରହୃଷ୍ୟେତ୍ପ୍ରିୟଂ ପ୍ରାପ୍ୟ ନୋଦ୍ୱିଜେତ୍ପ୍ରାପ୍ୟ ଚାପ୍ରିୟମ୍।ସ୍ଥିରବୁଦ୍ଧିରସମ୍ମୂଢ଼ୋ ବ୍ରହ୍ମବିଦ୍ ବ୍ରହ୍ମଣି ସ୍ଥିତଃ।
ଅର୍ଥାତ: ଭଗବାନଙ୍କ ଠାରେ ସ୍ଥିତ ରହି, ଯେଉଁ ମାନଙ୍କ ର ବୁଦ୍ଧି ସ୍ଥିର ଏବଂ ମୋହଶୂନ୍ୟ ହୋଇ ଯାଇଥାଏ, ସେମାନେ ସୁଖରେ ଉତ୍ଫୁଲ୍ଲିତ ହୁଅନ୍ତି ନାହିଁ କିମ୍ବା ଦୁଃଖରେ ଉଦ୍ବେଗଗ୍ରସ୍ତ ହୁଅନ୍ତିନାହିଁ ।
BJD Targets BJP over Paddy MSP, Says Farmers Not Happy for Just Rs 117 Hike
Next Articleଶ୍ରୀ ରାମଚରିତ ମାନସ: ବାଲ କାଣ୍ଡ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
