न्यूज़रूम ओडिशा
ब्रेकिंग
ओडिया समाचार

ଗୀତା ଉପଦେଶ: ବର୍ଣାଶ୍ରମ ବ୍ୟକ୍ତିର ଗୁଣ, କର୍ମ, ବିଭାଗ ଅନୁସାରେ ସୃଷ୍ଟି ହୋଇଥିଲା

ଭଗବାନ ଶ୍ରୀକୃଷ୍ଣ ଅର୍ଜୁନଙ୍କୁ ବର୍ଣାଶ୍ରମ ବିଷୟରେ ବୁଝାଇବାକୁ ଯାଇ କହିଛନ୍ତି – ଶୌର୍ଯ୍ୟଂ ତେଜୋ ଧୃତିର୍ଦାକ୍ଷ୍ୟଂ ଯୁଦ୍ଧେ ଚାପ୍ୟପଳାୟନମ୍ । ଦାନମୀଶ୍ୱରଭାବଶ୍ଚ କ୍ଷାତ୍ରଂ କର୍ମ ସ୍ୱଭାବଜମ୍। ଅର୍ଥାତ ବୀରତ୍ୱ, ବଳବାନ, ଦୃଢ଼ମନା, ଅସ୍ତ୍ରବିଦ୍ୟାରେ ନିପୁଣ, ଯୁଦ୍ଧକ୍ଷେତ୍ରରୁ ପଳାୟନ ନ କରିବାକୁ ସଂକଳ୍ପବଦ୍ଧ; ଦାନ ପାଇଁ ଉଦାର ହୃଦୟ, ନେତୃତ୍ୱର କ୍ଷମତା, ଏହି ସବୁ କ୍ଷତ୍ରିୟମାନଙ୍କର ସ୍ୱାଭାବିକ ଗୁଣ ଅଟେ।

Admin•28 अगस्त 2024
Share Article:

ଭଗବାନ ଶ୍ରୀକୃଷ୍ଣ ଅର୍ଜୁନଙ୍କୁ ବର୍ଣାଶ୍ରମ ବିଷୟରେ ବୁଝାଇବାକୁ ଯାଇ କହିଛନ୍ତି –

ଶୌର୍ଯ୍ୟଂ ତେଜୋ ଧୃତିର୍ଦାକ୍ଷ୍ୟଂ ଯୁଦ୍ଧେ ଚାପ୍ୟପଳାୟନମ୍ ।
ଦାନମୀଶ୍ୱରଭାବଶ୍ଚ କ୍ଷାତ୍ରଂ କର୍ମ ସ୍ୱଭାବଜମ୍।

ଅର୍ଥାତ ବୀରତ୍ୱ, ବଳବାନ, ଦୃଢ଼ମନା, ଅସ୍ତ୍ରବିଦ୍ୟାରେ ନିପୁଣ, ଯୁଦ୍ଧକ୍ଷେତ୍ରରୁ ପଳାୟନ ନ କରିବାକୁ ସଂକଳ୍ପବଦ୍ଧ; ଦାନ ପାଇଁ ଉଦାର ହୃଦୟ, ନେତୃତ୍ୱର କ୍ଷମତା, ଏହି ସବୁ କ୍ଷତ୍ରିୟମାନଙ୍କର ସ୍ୱାଭାବିକ ଗୁଣ ଅଟେ।

#Odia#Odisha#News
Share Article:

Related Articles