ରାଜ୍ୟରେ ବାଘଙ୍କ ସଂଖ୍ୟା ୩୦କୁ ବୃଦ୍ଧି
ଭୁବନେଶ୍ବର – ବନ୍ୟପ୍ରାଣୀ ପ୍ରେମୀଙ୍କ ପାଇଁ ଖୁସି ଖବର । ରାଜ୍ୟରେ ମହାବଳ ବାଘଙ୍କ ସଂଖ୍ୟାରେ ବୃଦ୍ଧି ହୋଇଥିବା ଗଣନା ରିପୋର୍ଟରୁ ଜଣାପଡିଛି । ବାଘ ଗଣନା ରିପୋର୍ଟ ଅନୁସାରେ ରାଜ୍ୟରେ ୩୦ ମହାବଳ ବାଘ ଓ ୮ ଶାବକ ଅଛନ୍ତି । ଏଥିମଧ୍ୟରୁ କେବଳ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପରେ ହିଁ ୨୭ ମହାବଳ ବାଘ ଅଛନ୍ତି । ୩୦ ବାଘଙ୍କ ମଧ୍ୟରୁ ୧୪ ଜଣ ବାଘୁଣୀ ଥିବା ସୂଚନା ଦେଇଛନ୍ତି ବନ୍ୟପ୍ରାଣୀ ପିସିସିଏଫ୍ । [...]
ଭୁବନେଶ୍ବର – ବନ୍ୟପ୍ରାଣୀ ପ୍ରେମୀଙ୍କ ପାଇଁ ଖୁସି ଖବର । ରାଜ୍ୟରେ ମହାବଳ ବାଘଙ୍କ ସଂଖ୍ୟାରେ ବୃଦ୍ଧି ହୋଇଥିବା ଗଣନା ରିପୋର୍ଟରୁ ଜଣାପଡିଛି ।
ବାଘ ଗଣନା ରିପୋର୍ଟ ଅନୁସାରେ ରାଜ୍ୟରେ ୩୦ ମହାବଳ ବାଘ ଓ ୮ ଶାବକ ଅଛନ୍ତି । ଏଥିମଧ୍ୟରୁ କେବଳ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପରେ ହିଁ ୨୭ ମହାବଳ ବାଘ ଅଛନ୍ତି । ୩୦ ବାଘଙ୍କ ମଧ୍ୟରୁ ୧୪ ଜଣ ବାଘୁଣୀ ଥିବା ସୂଚନା ଦେଇଛନ୍ତି ବନ୍ୟପ୍ରାଣୀ ପିସିସିଏଫ୍ । ଏମାନଙ୍କ ମଧ୍ୟରେ ୪୦ ପ୍ରତିଶତ କଳାବାଘ ଅଛନ୍ତି । ତେବେ ୨୦୨୨ରେ ରାଜ୍ୟରେ ୨୦ଟି ମହାବଳ ବାଘ ଥିଲେ । ଏହି ରିପୋର୍ଟ ଅନୁସାରେ ମହାବଳ ସଂଖ୍ୟା ପ୍ରାୟ ୫୦ ପ୍ରତିଶତ ବୃଦ୍ଧି ପାଇଛି । m
ଓଡ଼ିଶାରେ ବାଘ ସଂଖ୍ୟା ବୃଦ୍ଧି ହେବା ସୂଚନା ଖୋଦ୍ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାମାଜିକ ଗଣମାଧ୍ୟମରେ ସେୟାର କରିଛନ୍ତି। ବାଘ ସଂଖ୍ୟା ବୃଦ୍ଧି ପାଇଁ ବନ ବିଭାଗର କାର୍ଯ୍ୟକୁ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ।
Odisha’s Tiger Population Rises to 30
Next Articleଗୀତା ଉପଦେଶ: ପରମେଶ୍ୱରଙ୍କର ଉପାସନାରେ ବିଶ୍ୱାସ ସର୍ବାଧିକ ଲାଭଦାୟକ ବିଶ୍ୱାସ ଅଟେ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
