ନ୍ୟୁଜରୁମ୍ ଓଡିଶା : ସକାଳର ଖବର

  • ବାତ୍ୟା କ୍ଷୟକ୍ଷତି ଓ ପୁନରୁଦ୍ଧାରର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, କ୍ଷୟକ୍ଷତି ପରିମାଣ ୬୧୦ କୋଟି
  • ନବୀନଙ୍କ ଟିକା ପ୍ରସ୍ତାବକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ସମର୍ଥନ
  • ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ପରଲୋକ
  • କେନ୍ଦ୍ର ସରକାର କୋଭିଡ ଟିକା କିଣିବା ଉପରେ ସହମତି ସୃଷ୍ଟି ପାଇଁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ
  • ୧୦୪ ହେଲ୍ପଲାଇନ କର୍ମଚାରୀଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
  • ରାଜ୍ୟରେ ବିଳମ୍ବରେ ସଂକ୍ରମଣ ବଢିଥିଲା, ବିଳମ୍ବରେ ଖସୁଛି : ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ
  • ସେଣ୍ଟ୍ରାଲ ଭିସ୍ତା ପ୍ରକଳ୍ପ ନେଇ ହାଇକୋର୍ଟଙ୍କ ରାୟକୁ ସୁପ୍ରିମକେର୍ଟରେ ଚ୍ୟାଲେଞ୍ଜ୍
  • ଟିକା ନୀତି ନେଇ କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ସମାଲୋଚନା, ପଚାରିଲେ ୧୮-୪୪ ବୟସର ଲୋକଙ୍କୁ କାହିଁକି ମାଗଣା ଟିକା ଦିଆଯିବନି, ଟିକା କିଣା ସମ୍ପର୍କିତ ତଥ୍ୟ ଦାଖଲ କରିବାକୁ ନିର୍ଦ୍ଦେଶ
  • କୋଭିଡ୍‌-୧୯ର ତୃତୀୟ ଲହରୀ ବି ହେବ ଭୟଙ୍କର, ତିନି ମାସ ଯାଏଁ ରହିବ: ରିପୋର୍ଟ
  • ବିଜେପିରେ ସାମିଲ ହୋଇଥିବା ତୃଣମୂଳ କଂଗ୍ରେସ ନେତାଙ୍କ ହେବ ଘରବାହୁଡ଼ା

Comments are closed.