ବିଜେଡିର ୨୪ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା | News Room Odisha

ବିଜେଡିର ୨୪ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ଭୁବନେଶ୍ୱର- ବିଜୁ ଜନତା ଦଳର ୨୪ତମ ପ୍ରତିଷ୍ଠା ଦିବସରେ ଦଳ ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଶାର ଜନସାଧାରଣଙ୍କ ସମମେତ ଦଳର କର୍ମୀ ଭାଇ ଓ ଭଉଣୀମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ନବୀନ ନିଜ ବାର୍ତ୍ତାରେ କହିଛନ୍ତି ଯେ, ଆପଣଙ୍କ ଅକୁଣ୍ଠ ଭଲ ପାଇବା, ଆଶୀର୍ବାଦ ଓ ଉତ୍ସର୍ଗୀକୃତ କାର୍ଯ୍ୟ ବଳରେ ବିଜେଡି ଲୋକଙ୍କ ଦଳ ସାଜିଛି । ଏହି ସଂପର୍କକୁ ଅତୁଟ ରଖି ଏକ ଶ୍ରେଷ୍ଠ ଓଡିଶା ଗଠନ ଦିଗରେ ଆଗକୁ ବଢିବା ପାଇଁ ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

BJDBJD’s 24th Foundation DayNaveen Patanik