ଦିନକରେ ରେକର୍ଡ ସଂଖ୍ୟକ ରୋଗୀ ସୁସ୍ଥ, କୋରୋନା ଯୋଦ୍ଧାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର : ଦିନକରେ ରେକର୍ଡ ସଂଖ୍ୟକ ୨ ହଜାର ୧୨୯ ଜଣ କୋରୋନା ରୋଗୀ ସୁ୍‌ସ୍ଥ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାରୋନା ଯୋଦ୍ଧାମାନଙ୍କୁ ପ୍ରଶଂସା କରିଛନ୍ତି । ରାଜ୍ୟର କୋରୋନା ଯୋଦ୍ଧାଙ୍କ ଉଦ୍ୟମ ଓ ବଳିଦାନ ଯୋଗୁଁ ଏହା ସମ୍ଭବ ହୋଇପାରିଛି ବୋଲି ସିଏମଓ ପକ୍ଷରୁ ଟ୍ୱିଟ୍ କରାଯାଇଛି ।

Comments are closed.