ପୂଜା ଛୁଟି ପର୍ଯ୍ୟନ୍ତ ସ୍କୁଲ କଲେଜ ବନ୍ଦ ରହିବ: ନବୀନ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ରାଜ୍ୟରେ କୋଭିଡ ପରିଚାଳନା ସଂପର୍କରେ ସମୀକ୍ଷା କରିଥିଲେ।

ବର୍ତ୍ତମାନର ପରିସ୍ଥିତିରେ ଛାତ୍ରଛାତ୍ରୀ ଓ ଅଭିଭାବକ ମାନଙ୍କ ଉଦ୍ବେଗକୁ ଦୃଷ୍ଟିରେ ରଖି ସ୍କୁଲ କଲେଜ ପୂଜା ଛୁଟି ପର୍ଯ୍ୟନ୍ତ ବନ୍ଦ ରହିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।

Comments are closed.