ଗୀତା ଉପଦେଶ: ଭଗବାନ ସର୍ବଜ୍ଞ, ସର୍ବ ପୁରାତନ, ଶାସକ, ସୂକ୍ଷ୍ମତା ଠାରୁ ମଧ୍ୟ ସୂକ୍ଷ୍ମ, ସମସ୍ତଙ୍କର ପାଳନକର୍ତ୍ତା

ଓଡ଼ିଆଗୀତା ଉପଦେଶ: ଭଗବାନ ସର୍ବଜ୍ଞ, ସର୍ବ ପୁରାତନ, ଶାସକ, ସୂକ୍ଷ୍ମତା ଠାରୁ ମଧ୍ୟ ସୂକ୍ଷ୍ମ, ସମସ୍ତଙ୍କର ପାଳନକର୍ତ୍ତା
ଗୀତା ଉପଦେଶ: ଭଗବାନ ସର୍ବଜ୍ଞ, ସର୍ବ ପୁରାତନ, ଶାସକ, ସୂକ୍ଷ୍ମତା ଠାରୁ ମଧ୍ୟ ସୂକ୍ଷ୍ମ, ସମସ୍ତଙ୍କର ପାଳନକର୍ତ୍ତା ବିଷାଦଗ୍ରସ୍ତ ଅର୍ଜୁନଙ୍କୁ ରଣାଙ୍ଗନରେ ଭଗବାନ ଶ୍ରୀକୃଷ୍ଣ ଅର୍ଜ୍ଜୁନଙ୍କୁ କହୁଛନ୍ତି : – କବିଂ ପୁରାଣମନୁଶାସିତାର ମଣୋରଣୀୟାଂ ସମନୁସ୍ମରେଦ୍ଦ୍ୟଃ । ସର୍ବସ୍ୟ ଧାତାରମଚିନ୍ତ୍ୟରୂପ ମାଦିତ୍ୟବର୍ଣ୍ଣଂ ତମସଃ ପରସ୍ତାତ୍ ।।୯।। ଅର୍ଥାତ୍ ଭଗବାନ ସର୍ବଜ୍ଞ, ସର୍ବ ପୁରାତନ, ଶାସକ, ସୂକ୍ଷ୍ମତା ଠାରୁ ମଧ୍ୟ ସୂକ୍ଷ୍ମ, ସମସ୍ତଙ୍କର ପାଳନକର୍ତ୍ତା, କଳ୍ପନାତୀତ ସ୍ୱରୂପର ଅଧିକାରୀ, ସୂର୍ଯ୍ୟଙ୍କଠାରୁ ଉଜ୍ଜ୍ୱଳ ଏବଂ ଅଜ୍ଞାନ ରୂପୀ ଅନ୍ଧକାର ଠାରୁ [...]
ଓଡ଼ିଆଶ୍ରୀ ମନ୍ଦିରରେ ମହାପ୍ରଭୁଙ୍କ ଚିତାଲାଗି ନୀତି ସମ୍ପର୍ଣ୍ଣ
ଶ୍ରୀମନ୍ଦିରରେ ପାଳିତ ଅନେକ ଯାତ୍ରା , ଉପଯାତ୍ରା ତଥା ଉତ୍ସବାଦି ଓ ତ୍ରୟୋଦଶ ଯାତ୍ରା ବ୍ୟତୀତ ୫୦ରୁ ଉର୍ଦ୍ଧ ଉପଯାତ୍ରା , ଉତ୍ସବାଦି ମଧ୍ୟରେ ଚିତାଲାଗି ଅମାବାସ୍ୟା ଅନ୍ୟତମ ଅଟେ । “ଶ୍ରାବଣସ୍ୟ ଚ ଦର୍ଶେ ଅପିହ୍ୟରୁଣୋଦୟକାଳକେ। ନୈବେଦ୍ୟାମଧିକଂ ଦଦ୍ୟାତ୍ ପ୍ରାତଃ ପୂଜନକାଳକେ।। ସୁବର୍ଣ୍ଣରଚିତଂ ଦିବ୍ୟଂ ନାନାରତ୍ନସମୁଜ୍ଜ୍ଵଳମ୍। ତିଳକଂ ତୁ କପାଳେଷୁ ଦେବାନାଂ ଭିଲ୍ଲଜାତୟଃ।।” ଶ୍ରାବଣ ଅମାବାସ୍ୟା ଦିନ ଶ୍ରୀମନ୍ଦିର ରେ ଚିତା ଲାଗି ଅମାବାସ୍ୟା ନୀତି ପାଳିତ ହୋଇଥାଏ। ଏହି ଦିନ ମହାପ୍ରଭୁଙ୍କ ସ୍ଵର୍ଣଚିତା ଲାଗି [...]
ଓଡ଼ିଆସାମାଜିକ ବିକାଶର ମୂଳ ସୋପାନ ହେଉଛି ଶିକ୍ଷା ଓ ସଚେତନତା: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ସାମାଜିକ ବିକାଶର ମୂଳ ସୋପାନ ହେଉଛି ଶିକ୍ଷା ଓ ସଚେତନତା। ଏ ଦୁଇଟି ସହ ଆମ ପରମ୍ପରାକୁ ନେଇ ଆମକୁ ଆଗକୁ ବଢିବାକୁ ପଡିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରବିନ୍ଦ୍ର ମଣ୍ଡପଠାରେ ଓଡିଶା ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି କର୍ମଚାରୀ କଲ୍ୟାଣ ସମନ୍ୱୟ ପରିଷଦର ସମ୍ବର୍ଦ୍ଧନା ସମାରୋହରେ ଉଦ୍ବୋଧନ ଦେଇ କହିଛନ୍ତି। ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ରାଜ୍ୟବାସୀଙ୍କ ସାମଗ୍ରୀକ ବିକାଶ ପାଇଁ ଆମେ ସମସ୍ତେ ସମର୍ପିତ ଅଛୁ। [...]
ଓଡ଼ିଆଶ୍ରୀ ରାମଚରିତ ମାନସ: ବାଲ କାଣ୍ଡ
॥ ବାଲ କାଣ୍ଡ ॥ ଏକ ଜନମ କର କାରନ ଏହା । ଜେହି ଲଗି ରାମ ଧରୀ ନରଦେହା ॥ ପ୍ରତି ଅବତାର କଥା ପ୍ରଭୁ କେରୀ । ସୁନୁ ମୁନି ବରନୀ କବିହ୍ନ ଧନେରୀ ॥ ଭାବାର୍ଥ :- ଏହା ଗୋଟିଏ ଜନ୍ମର କଥା ଥିଲା ଯେଉଁଠି ଭଗବାନ ଶ୍ରୀରାମ ମନୁଷ୍ୟ ଦେହ ଧାରଣ କରିଥିଲେ । ହେ ମହାମୁନି ଭରଦ୍ବାଜ ! ଶୁଣ, ଭଗବାନଙ୍କର ପ୍ରତ୍ୟେକ ଅବତାର ର କଥାକୁ କବିତା ଆକାରରେ [...]
ଓଡ଼ିଆଆଜିର ଗୀତା ଉପଦେଶ : ଶାସ୍ତ୍ର ନିର୍ଦ୍ଦେଶକୁ ଅବମାନନା କରି ଯେଉଁ ତପସ୍ୟା କରାଯାଏ ତାହା ନିଷ୍ଫଳ ତପସ୍ୟା
ଭଗବାନ ଶ୍ରୀକୃଷ୍ଣ ଅର୍ଜୁନଙ୍କୁ ତପସ୍ୟା କିପରି କରିବାକୁ ହୁଏ ତାହା ବୁଝାଇବାକୁ ଯାଇ କହିଛନ୍ତି :- ମୂଢ଼ଗ୍ରାହେଣାତ୍ମନୋ ଯତ୍ପୀଡ଼ୟା କ୍ରିୟତେ ତପଃ । ପରସ୍ୟୋତ୍ସାଦନାର୍ଥଂ ବା ତତ୍ତାମସମୁଦାହୃତମ୍ । ମୂଢ଼ ଗ୍ରାହେଣାତ୍ ଶବ୍ଦ ଏଠାରେ ସେମାନଙ୍କ ଉପଲକ୍ଷ୍ୟରେ କୁହାଯାଇଛି, ଯେଉଁମାନଙ୍କର କୌଣସି ବିଷୟରେ ସ୍ପଷ୍ଟ ଧାରଣା ନ ଥାଏ ଏବଂ ଯେଉଁମାନେ ଶାସ୍ତ୍ରର ନିର୍ଦ୍ଦେଶକୁ ସମ୍ମାନ ନ ଦେଇ, ଶରୀରର କ୍ଷମତା ପ୍ରତି ଦୃଷ୍ଟି ନ ଦେଇ ତପସ୍ୟା ନାମରେ ନିଜ ଶରୀରକୁ ଅତିଶୟ ଯାତନା ଦେବା [...]
ଓଡ଼ିଆଶିଳ୍ପ ପ୍ରକଳ୍ପର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ରାଜ୍ୟର ଶିଳ୍ପ କ୍ଷେତ୍ରରେ ଅଗ୍ରଗତି ସମୀକ୍ଷା କରି ଅଧିକ ନିଯୁକ୍ତି ପ୍ରଦାନକାରୀ କ୍ଷେତ୍ର ଗୁଡିକ ଉପରେ ଗୁରୁତ୍ୱପ୍ରଦାନ କରିବାକୁ ପରାମର୍ଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଗାମୀ ୫ ବର୍ଷରେ ରାଜ୍ୟରେ ୩.୫ ଲକ୍ଷ ନିଯୁକ୍ତି ସମ୍ଭାବନା ସୃଷ୍ଟି କରିବାକୁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି। ଟେକ୍ସଟାଇଲ, ଖାଦ୍ୟ ପ୍ରକ୍ରିୟାକରଣ ପରି କ୍ଷେତ୍ରଗୁଡିକରେ ଅଧିକ ନିଯୁକ୍ତି ସମ୍ଭାବନା ରହିଛି। ତେଣୁ ଏ ସବୁ କ୍ଷେତ୍ରରେ କିପରି [...]
ଓଡ଼ିଆଖଲ୍ଲିକୋଟ: ଟ୍ରକ୍ ଚାପାରେ ୩ ମୃତ
ଛତ୍ରପୁର: ଶ୍ରାବଣ ସୋମବାର ପାଇଁ ଜଳଲାଗି ଯାତ୍ରା ବେଳେ ଅଘଟଣ ଘଟିଛି। ଦୁଇ ଜଣ କାଉଡ଼ିଆଙ୍କ ସମେତ ଜଣେ ବୃଦ୍ଧ ଟ୍ରକ୍ ଚାପାରେ ପ୍ରାଣ ହରାଇଛନ୍ତି। ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ବ୍ଲକ୍ ଡିମିରିଆ ଛକ ରାଜପଥ- ୧୬ରେ ଆଜି ଭୋରରୁ ଏହି ଦୁର୍ଘଟଣା ଘଟିଛି। ଆନ୍ଧ୍ରପ୍ରଦେଶରୁ ଭୁବନେଶ୍ୱର ଯାଉଥିବା ଏକ ଦ୍ରୁତଗାମୀ ମାଛ ବୋଝେଇ ଟ୍ରକ୍ (ଏପି୩୯ୟୁ- ୧୯୪୯) ରାଜପଥ କଡ଼ରେ ଚାଲି ଚାଲି ଯାଉଥିବା ଦୁଇ କାଉଡ଼ିଆଙ୍କ ସହ ସେହି ନିକଟରେ ଠିଆ ହୋଇଥିବା ବୃଦ୍ଧଙ୍କ [...]
ଓଡ଼ିଆଶ୍ରୀ ରାମଚରିତ ମାନସ: ବାଲ କାଣ୍ଡ
ବାଲ କାଣ୍ଡ କରୁଣାସିଂଧୁ ସୁବଂଧୁ କେ ସୁନି ମୃଦୁ ବଚନ ବୀନୀତ । ସମୁଝାଏ ଉର ଲାଇ ପ୍ରଭୁ ଜାନି ସନେହଁ ସଭୀତ ॥ ଭାବାର୍ଥ :- ଦୟା ଆଉ କରୁଣାର ସାଗର ପ୍ରଭୁ ଶ୍ରୀରାମଚନ୍ଦ୍ର ଭାଇ ଲକ୍ଷ୍ମଣଙ୍କ ଠାରୁ ବିନମ୍ର କୋମଳ କଥାକୁ ଶୁଣି ଜାଣିଲେ ଯେ ସେ ସ୍ନେହର କାରଣରୁ ଭୟଭୀତ ସୋଇପଡିଛନ୍ତି, ଏଣୁ ଲକ୍ଷ୍ମଣଙ୍କୁ ହୃଦୟରେ ଲଗାଇ ବୁଝାଇଲେ ।
ଓଡ଼ିଆଗୀତା ଉପଦେଶ: ଶୁଦ୍ଧ ମନଯୁକ୍ତ ବ୍ୟକ୍ତି ଶୁଦ୍ଧ ଖାଦ୍ୟ ପ୍ରତି ଆଗ୍ରହୀ ହୁଅନ୍ତି
ଭଗବାନ ଶ୍ରୀକୃଷ୍ଣ ଅର୍ଜୁନଙ୍କୁ କହୁଛନ୍ତି ହେ ଅର୍ଜୁନ!ଶୁଦ୍ଧ ଖାଦ୍ୟ ଗ୍ରହଣ ଦ୍ୱାରା ମନ ଶୁଦ୍ଧ ହୋଇଥାଏ । ଏହାର ବିପରୀତ ମଧ୍ୟ ସତ୍ୟ ଅଟେ – ଶୁଦ୍ଧ ମନଯୁକ୍ତ ବ୍ୟକ୍ତି ଶୁଦ୍ଧ ଖାଦ୍ୟ ପ୍ରତି ଆଗ୍ରହୀ ହୁଅନ୍ତି। ଆହାରସ୍ତ୍ୱପି ସର୍ବସ୍ୟ ତ୍ରିବିଧୋ ଭବତି ପ୍ରିୟଃ। ଯଜ୍ଞସ୍ତପସ୍ତଥା ଦାନଂ ତେଷାଂ ଭେଦମିମଂ ଶୃଣୁ॥ ଶବ୍ଦାର୍ଥ:- ଲୋକମାନେ ତାଙ୍କର ପ୍ରବୃତ୍ତି ଅନୁସାରେ ଖାଦ୍ୟକୁ ଅଗ୍ରାଧିକାର ଦେଇଥାନ୍ତି । ଏହା ସେମାନେ ପ୍ରବୃତ୍ତ ହେଉଥିବା ଯଜ୍ଞ, ସଂଯମ ଓ ଦାନ ପ୍ରତି [...]
ଓଡ଼ିଆପ୍ରଫେସର ଡକ୍ଟର ପ୍ରଦୀପ ମହାପାତ୍ରଙ୍କ ଦେହାନ୍ତ
ଭୁବନେଶ୍ୱର – ବ୍ରହ୍ମପୁର ବିଶ୍ଵବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗର ପୂର୍ବତନ ବିଭାଗୀୟ ମୁଖ୍ୟ ପ୍ରଫେସର ପ୍ରଦୀପ ମହାପାତ୍ରଙ୍କ ପରଲୋକ ହୋଇଯାଇଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ରାତି ୨ଟା ୧୦ ମିନିଟରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ପରଲୋକ ହୋଇଯାଇଛି। କିଛି ଦିନ ହେବ ହୃଦଘାତ ସହ ମସ୍ତିଷ୍କ ରୋଗରେ ପୀଡ଼ିତ ଥିଲେ ଡକ୍ଟର ପ୍ରଦୀପ ମହାପାତ୍ର। ମୃତ୍ୟୁବେଳକୁ ତାଙ୍କୁ ୬୯ ବର୍ଷ ବୟସ ହୋଇଥିଲା। ଡକ୍ଟର ପ୍ରଦୀପ ମହାପାତ୍ରଙ୍କ ମୃତ୍ୟୁରେ ବିଭିନ୍ନ ସ୍ଥାନରେ ଥିବା ତାଙ୍କ [...]
