ଓଡ଼ିଆଗୀତା ଉପଦେଶ: ସମ୍ମାନ, ଶକ୍ତି ବା ଅନ୍ୟ କୌଣସି ଭୌତିକ ପ୍ରାପ୍ତି ଉଦ୍ଦେଶ୍ୟରେ ଯେଉଁ ତପସ୍ୟା କରାଯାଏ, ତାହା ରାଜସିକ ତପସ୍ୟା ଅଟେ
ଭଗବାନ ଶ୍ରୀକୃଷ୍ଣ ଅର୍ଜୁନଙ୍କୁ ନିଜର ଆତ୍ମଶୁଦ୍ଧି ପାଇଁ ଉପାୟ ବତାଇବାକୁ ଯାଇ କହୁଛନ୍ତି:– ସତ୍କାରମାନପୂଜାର୍ଥଂ ତପୋ ଦମ୍ଭେନ ଚୈବ ଯତ୍। କ୍ରିୟତେ ତଦିହ ପ୍ରୋକ୍ତଂ ରାଜସଂ ଚଳମଧ୍ରୁବମ୍। ଅର୍ଥାତ୍ : ଆତ୍ମଶୁଦ୍ଧି ପାଇଁ ତପସ୍ୟା ଏକ ଶକ୍ତିଶାଳୀ ମାଧ୍ୟମ ହୋଇଥିଲେ ମଧ୍ୟ ସମସ୍ତେ ଏହାକୁ ମହତ ଉଦ୍ଦେଶ୍ୟରେ ଉପଯୋଗ କରନ୍ତି ନାହିଁ । ଜଣେ ରାଜନୀତିଜ୍ଞ ଅକ୍ଲାନ୍ତ ପରିଶ୍ରମ କରି ଦିନକରେ ଅନେକ ସ୍ଥାନରେ ଭାଷଣ ଦେଇଥାନ୍ତି । ଏହା ଏକ ତପସ୍ୟା ହେଲେ ସୁଦ୍ଧା ଏହାର [...]
ଓଡ଼ିଆମୁଖ୍ୟମନ୍ତ୍ରୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ଆଡଭୋକେଟ୍ ଜେନେରାଲ
ଭୁବନେଶ୍ବର: ଦାୟିତ୍ବ ଗ୍ରହଣ କରିବା ପରେ ରାଜ୍ୟ ଆଡଭୋକେଟ ଜେନେରାଲ ପିତାମ୍ବର ଆଚାର୍ଯ୍ୟ ଆଜି ସଂଧ୍ୟାରେ ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଆଚାର୍ଯ୍ୟଙ୍କୁ ତାଙ୍କ ନୂତନ ଦାୟିତ୍ବ ପାଇଁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଥିଲେ । ଶ୍ରୀ ଆଚାର୍ଯ୍ୟଙ୍କ ଅଭିଜ୍ଞ ପରାମର୍ଶ ନ୍ୟାୟିକ କ୍ଷେତ୍ରରେ ରାଜ୍ୟର ସ୍ବାର୍ଥର ସୁରକ୍ଷା ଦିଗରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି । ଏହି ସାକ୍ଷାତ ସମୟରେ [...]
ଓଡ଼ିଆଆଜି ଗୁରୁ ପୂର୍ଣ୍ଣିମା, ଭଗବାନ ବେଦବ୍ୟାସଙ୍କ ଜୟନ୍ତୀ
ଅଜ୍ଞାନର ଅନ୍ଧାରରୁ ଜ୍ଞାନର ଆଲୋକକୁ ଯିଏ ଘେନି ଯାଆନ୍ତି ତାଙ୍କୁ ଭାରତୀୟ ପୁରାଣ ଓ ଦର୍ଶନରେ ଗୁରୁ କୁହାଯାଥାଏ । ଏହି ମତେ ପ୍ରଥମ ଗୁରୁ ମାତା, ପିତା ଅଟନ୍ତି ଏବଂ ଶିକ୍ଷା ଗୁରୁ, ଦୀକ୍ଷା ଗୁରୁ ଭେଦରେ ଜୀବନରେ ଅନେକ ଗୁରୁ ଅଛନ୍ତି। ପୁରାଣ ଚରିତ୍ର ଅବଧୂତ ବା ଦତ୍ତାତ୍ରେୟ ମୁନି ଚବିଶ ଗୁରୁ କରିଥିଲେ। ଗୁରୁ ମଧ୍ୟ ବିରାଟ ଏବଂ ମହାନ ବ୍ୟକ୍ତିତ୍ୱକୁ ବୁଝାଇଥାଏ । ନିଜର ଆପ୍ରାଣ ଚେଷ୍ଟାରେ ମଧ୍ୟ ଯାହା ସମ୍ଭବ [...]
ଓଡ଼ିଆଶ୍ରୀ ରାମଚରିତ ମାନସ: ଅଯୋଧ୍ୟା କାଣ୍ଡ
॥ ଅଯୋଧ୍ୟା କାଣ୍ଡ ॥ ମଂଜୁ ବିଲୋଚନ ମୋଚତି ବାରୀ । ବୋଲୀ ଦେଖି ରାମ ମହତାରୀ ॥ ତାତ ସୁନହୁ ସିୟ ଅତି ସୁକୁମାରୀ। ସାସ ସସୁର ପରିଜନହି ପିଆରୀ ॥ ଭାଵାର୍ଥ :- ମାତା ସୀତା ତାଙ୍କ ସୁନ୍ଦର ଆଖିରୁ ଅଶୃ ବୁହାଉ ଥାଆନ୍ତି । ତାଙ୍କ ଦଶା ଦେଖି ଶ୍ରୀରାମଙ୍କ ମାତା କୌଶଲ୍ୟା କରୁଣ ଓ କୋମଳ ସ୍ୱରରେ କହିଲେ, ହେ ମୋର ଧନ ! ସୀତା ଅତ୍ୟନ୍ତ ସୁକୁମାରୀ ଆଉ ସାସୁ [...]
ଓଡ଼ିଆଗୀତା ଉପଦେଶ: ଯେଉଁ ବ୍ୟକ୍ତି ଭଗବାନଙ୍କ ଠାରେ ସମ୍ପୂର୍ଣ୍ଣ ଭାବରେ ଶରଣାଗତି ହୋଇଯାଏ ସିଏ କେଉଁଥିରେ ମଧ୍ୟ ବିଚଳିତ ହୋଇନଥାଏ
ବିଷାଦଗ୍ରସ୍ତ ଅର୍ଜୁନଙ୍କୁ ରଣାଙ୍ଗନରେ ଭଗବାନ ଶ୍ରୀକୃଷ୍ଣ ଷଷ୍ଠ ଅଧ୍ୟାୟରେ ଆତ୍ମସଂଯମ ଯୋଗ ସମ୍ବନ୍ଧରେ କହୁଛନ୍ତି : – ଯଂ ଲବଧ୍ୱା ଚାପରଂ ଲାଭଂ ମନ୍ୟତେ ନାଧିକଂ ତତଃ। ଯସ୍ମିନ୍ସ୍ଥିତୋ ନ ଦୁଃଖେନ ଗୁରୁଣାପି ବିଚାଲ୍ୟତେ। ଅର୍ଥାତ୍: ଏହି ଅବସ୍ଥାକୁ ପ୍ରାପ୍ତ କରି, ବ୍ୟକ୍ତି ଅନ୍ୟ କୌଣସି ପ୍ରାପ୍ତବ୍ୟକୁ ତାହାଠାରୁ ଶ୍ରେଷ୍ଠ ମନେ କରେ ନାହିଁ ଏବଂ ଅତ୍ୟନ୍ତ ବିପଜ୍ଜନକ ପରିସ୍ଥିତିରେ ମଧ୍ୟ ବିଚଳିତ ହୁଏ ନାହିଁ।
ଓଡ଼ିଆସିଟ୍ ଆଧାରରେ ବ୍ରହ୍ମପୁର ଆଇଟିଆଇ ଦେଶରେ ଦ୍ବିତୀୟ ବୃହତ୍
ବ୍ରହ୍ମପୁର: ଶିଳ୍ପ ତାଲିମ ଦିଗରେ କେବଳ ଆମ ରାଜ୍ୟରେ ନୁହେଁ ବରଂ ସାରା ଦେଶରେ ସୁନାମ ଅର୍ଜନ କରିପାରିଛି ବ୍ରହ୍ମପୁରସ୍ଥିତ ସରକାରୀ ଆଇଟିଆଇ। ଆଉ ଏହି ସୁନାମରେ ଏବେ ଆଉ ଏକ ଅଧ୍ୟାୟ ଯୋଡି ହୋଇଯାଇଛି। ଚଳିତ ଶିକ୍ଷାବର୍ଷରୁ ବ୍ରହ୍ମପୁର ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନରେ ଅଧିକ ୧୮୪ ଜଣ ଛାତ୍ରଛାତ୍ରୀ ନାମ ଲେଖାଇ ପାରିବେ। ଫଳରେ ଏହି ବୈଷୟିକ ଶିକ୍ଷାନୁଷ୍ଠାନରେ ପ୍ରଥମ ଓ ଦ୍ବିତୀୟ ବର୍ଷର ମୋଟ ପ୍ରଶିକ୍ଷାର୍ଥୀଙ୍କ ସଂଖ୍ୟା ୪୧୫୬କୁ ବୃଦ୍ଧି ପାଇଛି। ଏଥିସହ [...]
ଓଡ଼ିଆନବୀନ ହେଲେ ରାଜ୍ୟସଭା ସଂସଦୀୟ ଦଳ ଅଧ୍ୟକ୍ଷ , ଗୃହରେ ରାଜ୍ୟର ସ୍ୱାର୍ଥ ପ୍ରସଙ୍ଗ ଉଠାଇବ ବିଜେଡି
ଭୁବନେଶ୍ୱର – ନବୀନ ପଟ୍ଟନାୟକ ରାଜ୍ଯସଭା ସଂସଦୀୟ ଦଳ ଅଧ୍ଯକ୍ଷ ହୋଇଛନ୍ତି। ସଂସଦର ବଜେଟ ଅଧିବେଶନ ପୂର୍ବରୁ ନବୀନ ନିବାସରେ ହୋଇଥିବା ବୈଠକରେ ଦଳର ୯ ରାଜ୍ଯସଭା ସଦସ୍ୟ ଯୋଗ ଦେଇଥିଲେ। ସମସ୍ତ ରାଜ୍ୟସଭା ସଦସ୍ୟଙ୍କ ଅନୁରୋଧ କ୍ରମେ ନବୀନ ପଟ୍ଟନାୟକ ଦଳର ରାଜ୍ଯସଭା ସଂସଦୀୟ ଦଳ ଅଧ୍ଯକ୍ଷ ହୋଇଛନ୍ତି। ପାର୍ଲାମେଣ୍ଟର ବଜେଟ୍ ଅଧିବେଶନରେ ଦଳର ରଣନୀତି ସମ୍ପର୍କରେ ଆଜିର ବୈଠକରେ ଆଲୋଚନା ହୋଇଛି । ରାଜ୍ଯବାସୀଙ୍କ ସ୍ବାର୍ଥ ପାଇଁ ଲଢେଇ କରିବାକୁ ନବୀନ ଗୁରୁମନ୍ତ୍ର ଦେଇଛନ୍ତି। [...]
ଓଡ଼ିଆପାଣ୍ଡ୍ୟାଙ୍କ ବିବାହ ବିଚ୍ଛେଦ
ମୁମ୍ବାଇ: ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଓ ତାଙ୍କ ପତ୍ନୀ ନତାଶା ଷ୍ଟାଙ୍କୋଭିକ୍ ପରସ୍ପର ଠାରୁ ଅଲଗା ହୋଇଛନ୍ତି। ଗତ କିଛି ମାସ ଧରି ପରସ୍ପରକୁ ଛାଡ଼ପତ୍ର ଦେଇଥିବା ନେଇ ଚର୍ଚ୍ଚା ଜୋର ଧରିଥିଲା। ତେବେ ଗୁରୁବାର ହାର୍ଦ୍ଦିକ ନିଜ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଏକ ପୋଷ୍ଟ କରି ଛାଡ଼ପତ୍ର ସମ୍ପର୍କରେ ସ୍ପଷ୍ଟ କରିଛନ୍ତି। ଦୀର୍ଘ ୪ ବର୍ଷ ଏକାଠି ରହିବା ପରେ ମୁଁ ଓ ନତାଶା ସହମତିରେ ଅଲଗା ହେବାକୁ ନିଷ୍ପତ୍ତି ନେଇଛୁ ବୋଲି ଲେଖିଛନ୍ତି ହାର୍ଦ୍ଦିକ [...]
ଓଡ଼ିଆଆଜି ମହାପ୍ରଭୁଙ୍କ ନିଳାଦ୍ରି ବିଜେ, ବର୍ଷକୁ ଗୋଟିଏ ଦିନ ମହାପ୍ରଭୁଙ୍କୁ ଲାଗି ହୁଏ ରସଗୋଲା ଭୋଗ
ପୁରୀ: ଆଜି ମହାପ୍ରଭୁଙ୍କ ନିଳାଦ୍ରି ବିଜେ। ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ସନ୍ଧ୍ୟାଧୂପ ନୀତି ପରେ ଗୋଟି ପହଣ୍ଡିରେ ନୀଳାଦ୍ରି ବିଜେ କରିବେ ତିନିଠାକୁର। ବର୍ଷକୁ ଗୋଟିଏ ଦିନ ନୀଳାଦ୍ରି ବିଜେ ସମୟରେ ମହାପ୍ରଭୁଙ୍କୁ ରସଗୋଲା ଭୋଗ କରାଯାଏ। ପ୍ରଥମେ କୃଷ୍ଣବଳରାମ, ମଦନ ମୋହନଙ୍କୁ ଦକ୍ଷିଣ ଘରକୁ ବିଜେ କରାଯିବା ପରେ ଶ୍ରୀସୁଦର୍ଶନ, ପରେ ବଡଭାଇ ବଳଭଦ୍ର, ଭଉଣୀ ସୁଭଦ୍ରା ଓ ଶେଷରେ କାଳିଆ ଠାକୁରଙ୍କୁ ରତ୍ନ ସିଂହାସନକୁ ବିଜେ କରାଯିବ। ଚାରମାଳ ଆସିବା ପରେ ଭେଟ ମଣ୍ଡପରେ ମହାଲକ୍ଷ୍ମୀ [...]
ଓଡ଼ିଆଶ୍ରୀ ରାମଚରିତ ମାନସ: ଅଯୋଧ୍ୟା କାଣ୍ଡ
॥ ଅଯୋଧ୍ୟା କାଣ୍ଡ ॥ ମୋହି ମଗ ଚଲତ ନ ହୋଇହି ହାରୀ । ଛିନୁ ଛିନୁ ଚରନ ସରୋଜ ନିହାରୀ ॥ ସଵହି ଭାଁତି ପିୟ ସେବା କରିହୌଂ । ମାରଗ ଜନିତ ସକଲ ଶ୍ରମ ହରିହୌଂ ॥ ଭାବାର୍ଥ :- ପୁଣି ମାତା ସୀତା କହିଲେ, କିଛି କିଛି ସମୟ ବ୍ୟବଧାନରେ ମୁଁ ଆପଣଙ୍କ ପାଦପଦ୍ମ ଦେଖୁଥିଲେ, ମୋତେ ବାଟରେ ଚାଲିବା ପାଇଁ ଥକା ଲାଗିବ ନାହିଁ । ହେ ପ୍ରିୟତମ ! ମୁଁ [...]
