ଓଡ଼ିଆଗୀତା ଉପଦେଶ: ଯୋଗାରୂଢ ପୁରୁଷଙ୍କ ସର୍ଵ ସଂକଳ୍ପ ଶୁନ୍ୟତା ହିଁ ତାଙ୍କ କଲ୍ୟାଣ
ବିଷାଦଗ୍ରସ୍ତ ଅର୍ଜୁନଙ୍କୁ ରଣାଙ୍ଗନରେ ଭଗବାନ ଶ୍ରୀକୃଷ୍ଣ ଆତ୍ମ ସଂଯମ ଯୋଗ ସମ୍ବନ୍ଧରେ କହୁଛନ୍ତି : – ଆରୁରୁକ୍ଷର୍ମୁନେରଯୋଗଂ କର୍ମ କାରଣମୁଚ୍ୟତେ। ଯୋଗାରୂଢସ୍ୟ ତସୈବ ଶମଃ କାରଣମୁଚ୍ୟତେ। ଅର୍ଥାତ୍:- ହେ ଅର୍ଜ୍ଜୁନ ! ଯୋଗାରୂଢ ହେବାକୁ ମନନଶୀଳ ପୁରୁଷ ଙ୍କ ନିମନ୍ତେ ନିଷ୍କାମ ଭାବରେ କର୍ମ କରିବା ହିଁ ଯୋଗ ପ୍ରାପ୍ତିର ହେତୁ ବୋଲି କୁହାଯାଏ ଏବଂ ଯୋଗାରୂଢ ହୋଇଯିବ ପରେ ସେହି ଯୋଗାରୂଢ ପୁରୁଷଙ୍କ ସର୍ଵ ସଂକଳ୍ପ ଶୁନ୍ୟତା ହିଁ ତାଙ୍କ କଲ୍ୟାଣ ର କାରଣ ବୋଲି [...]
ଓଡ଼ିଆମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଏନକ୍ୟୁଏଏସ ସାର୍ଟିଫିକେଟ, ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ଓ ଜିଲ୍ଲା ପ୍ରଶାସନକୁ ସିଏମଓଙ୍କ ଅଭିନନ୍ଦନ
ଭୁବନେଶ୍ୱର – ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଜାତୀୟ ଗୁଣବତ୍ତା ଆଶ୍ୱାସନା ମାନକ ସାର୍ଟିଫିକେଟ ମିଳିଛି। ଗୁଣାତ୍ମକ ସ୍ୱାସ୍ଥ୍ୟ ସେବା ପାଇଁ ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ମିଳିଛି ଜାତୀୟ ଗୁଣବତ୍ତା ଆଶ୍ୱାସନା ମାନକ ( ଏନକ୍ୟୁଏଏସ ) ସାର୍ଟିଫିକେଟ। ଏହି ସଫଳତା ପାଇଁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ ମାଲକାନଗିରି ଜିଲ୍ଲା ପ୍ରଶାସନକୁ ଅଭିନନ୍ଦନ ଜ୍ଞାପନ କରାଯାଇଛି। [...]
ଓଡ଼ିଆଏନ୍ଏଚ ୫୫ ନେଇ ପୁଣି କେନ୍ଦ୍ରମନ୍ତ୍ରୀଙ୍କୁ ଘେରିଲେ ପାଣ୍ଡିଆନ
ସମ୍ବଲପୁର: ଆଜି କୁଚିଣ୍ଡା ଗସ୍ତରେ ୫ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ୍ ଆସି କଟକ ସମ୍ବଲପୁର ଜାତୀୟ ରାଜପଥକୁ ନେଇ କେନ୍ଦ୍ରମନ୍ତ୍ରୀଙ୍କୁ ଟାର୍ଗେଟ କରିଛନ୍ତି। ଦୀର୍ଘ ୧୦ ବର୍ଷ ହୋଇଗଲା କଟକ ସମ୍ବଲପୁର ଜାତୀୟ ରାଜପଥର ମରାମତି କାମ ହୋଇପାରିନାହିଁ। ଏହି ଅଂଚଳରେ କେନ୍ଦ୍ରମନ୍ତ୍ରୀ ବାରମ୍ବାର ଆସୁଛନ୍ତି, କିନ୍ତୁ ଏହାରି ଉପରେ କାହାର ନଜର ରହୁନାହି ବୋଲି ସମାଵେଶରେ କହିଛନ୍ତି। ସେପଟେ ବିଜୁ ଏକ୍ସ ପ୍ରେସ ୱେରେ କେନ୍ଦ୍ର ମନ୍ତ୍ରୀ ଯାଉଥିବାରୁ ଜାତୀୟ ରାଜପଥ ଉପରେ ତାଙ୍କର ଫୋକସ [...]
ଓଡ଼ିଆରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଭିଡିଓ କନ୍ଫରେସିଂ ବୈଠକ , ନିର୍ବାଚନ ପରିଚାଳନା ନେଇ ଆଲୋଚନା
ଭୁବନେଶ୍ୱର – ଆଗକୁ ରାଜ୍ୟରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି । ଏହି ପରିପ୍ରେକ୍ଷୀରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଅରୁଣ କୁମାର ଷଡ଼ଙ୍ଗୀଙ୍କ ଅଧ୍ୟକ୍ଷତାରେ ଆଜି ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇ ଯାଇଛି । ନିର୍ବାଚନକୁ ଅବାଧ , ଅପରାଧମୁକ୍ତ , ଶାନ୍ତି ଶୃଙ୍ଖଳାର ସହ ପରିଚାଳନା କରିବାକୁ ଡିଜିପି ସମସ୍ତ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଭାରତର ନିର୍ବାଚନ ଆୟୋଗଙ୍କ ସମସ୍ତ [...]
ଓଡ଼ିଆରାଜା ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ରାଜ୍ୟସ୍ତରୀୟ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି
ଭୁବନେଶ୍ୱର – ସୂଚନା ଓ ଲୋକସଂପର୍କ ବିଭାଗ ଏବଂ ପୂଜ୍ୟପୂଜା ସାହିତ୍ୟ ସଂସଦ , ଭୁବନେଶ୍ୱରର ମିଳିତ ଆନୁକୂଲ୍ୟରେ ରାଜା ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜଙ୍ଗଲ , ପରିବେଶ ଓ ଜଳବାୟୁ ପରିବର୍ତ୍ତନ , ପଞ୍ଚାୟତିରାଜ ଓ ପାନୀୟ ଜଳ , ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ରାଜା ମର୍ଦ୍ଦରାଜ ଦେଓଙ୍କ ରାଜ୍ୟ ଶାସନ , ରାଜନୈତିକ [...]
ଓଡ଼ିଆରାଜ୍ୟବ୍ୟାପୀ ଅଭିଭାବକ -ଶିକ୍ଷକ ବୈଠକ
ଭୁବନେଶ୍ୱର -ରାଜ୍ୟବ୍ୟାପୀ ଅଭିଭାବକ- ଶିକ୍ଷକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀମାନଙ୍କର ଶୈକ୍ଷିକ ଅଭିବୃଦ୍ଧି , ବାର୍ଷିକ ପରୀକ୍ଷା ପାଇଁ ପ୍ରସ୍ତୁତି ଓ ଚାପମୁକ୍ତ ଭାବରେ ପରୀକ୍ଷା ଦେବା ପାଇଁ ସେମାନଙ୍କ ମଧ୍ୟରେ ଉତ୍ସାହ ଆଣିବା ନିମନ୍ତେ ଅଭିଭାବକମାନଙ୍କୁ ସଚେତନ କରାଯାଇଥିଲା । ଏହି ସମ୍ମିଳନୀରେ ସମାପ୍ତି ସୂଚକ ଆକଳନ ଓ ଅଭିଭାବକଙ୍କର ଭୂମିକା , ପିଲାମାନଙ୍କର ମାନସିକ ଚାପ ଓ ଏହାର ଦୂରୀକରଣ , କ୍ୟାରିୟର କାଉନସେଲିଂ , ମୌଳିକ ସାକ୍ଷରତା ଓ [...]
ଓଡ଼ିଆରାଜ୍ୟସ୍ତରୀୟ ବାର୍ଷିକ ପୁଷ୍ପ ପ୍ରଦର୍ଶନୀ ଉଦଘାଟିତ
ଭୁବନେଶ୍ୱର – ଆଞ୍ଚଳିକ ଉଦ୍ଭିଦ ଗବେଷଣା କେନ୍ଦ୍ର ଓ ପ୍ଳାଣ୍ଟ ଲଭର୍ସ ଆସୋସିଏସନ୍ର ମିଳିତ ଆନୁକୂଲ୍ୟରେରେ ଏକାମ୍ର କାନନରେ ଆରମ୍ଭ ହୋଇଯାଇଛି ରାଜ୍ୟସ୍ତରୀୟ ବାର୍ଷିକ ପୁଷ୍ପ ପ୍ରଦର୍ଶନୀ । ପ୍ରିନ୍ସିପାଲ ଚିଫ କଞ୍ଜରଭେଟର ଅଫ ଫରେଷ୍ଟ ତଥା ହେଡ ଅଫ ଫରେଷ୍ଟ ଫୋର୍ସ ଦେବଦତ୍ତ ବିଶ୍ଵାଳ ଏହି ବାର୍ଷିକ ପୁଷ୍ପ ପ୍ରଦର୍ଶନୀକୁ ଉଦଘାଟନ କରି ଆଞ୍ଚଳିକ ଉଦ୍ଭିଦ ଗବେଷଣା କେନ୍ଦ୍ରର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ସୁରେଶ ପନ୍ତଙ୍କ ସହ ପ୍ରଦର୍ଶନୀରେ ଥିବା ବିଭିନ୍ନ ପୁଷ୍ପ ବଗିଚା, ପ୍ରଦର୍ଶନୀ [...]
ଓଡ଼ିଆ୫-ଟି ସ୍କୁଲ ରୂପାନ୍ତରଣର ଚତୁର୍ଥ ପର୍ଯ୍ୟାୟର ଦ୍ବିତୀୟ ଦିନରେ ୩୨୭ଟି ସ୍କୁଲ ଲୋକାର୍ପିତ
ଭୁବନେଶ୍ବର – ୫-ଟି ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ଯ୍ୟାୟର ଦ୍ବିତୀୟ ଦିନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମାଲକାନଗିରି, ବାଲେଶ୍ବର, ଗଜପତି, ଢେଙ୍କାନାଳ, କେନ୍ଦୁଝର ଓ କଟକ ଜିଲ୍ଲାର ୩୨୭ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି । ଏଥିରେ ମାଲକାନଗିରି ଜିଲ୍ଲାର ୩୫ଟି ହାଇସ୍କୁଲ, ବାଲେଶ୍ବରର ୭୬ଟି, ଗଜପତିର ୨୮ଟି, ଢେଙ୍କାନାଳର ୬୩ଟି, କେନ୍ଦୁଝରର ୪୫ଟି ଓ କଟକର ୮୦ଟି ହାଇସ୍କୁଲ ଅନ୍ତର୍ଭୁକ୍ତ। ସୂଚନାଯୋଗ୍ୟ ଯେ, ପୂର୍ବରୁ ତିନିଟି ପର୍ଯ୍ୟାୟରେ ରାଜ୍ୟରେ ୬୮୮୩ଟି ସ୍କୁଲ ରୂପାନ୍ତରିତ [...]
ଓଡ଼ିଆ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷଙ୍କ ସମ୍ବଲପୁର ଗସ୍ତ : ଜିଲ୍ଲାର ବିଭିନ୍ନ ବିକାଶମୂଳକ କାର୍ଯ୍ୟର ସମୀକ୍ଷା
ଭୁବନେଶ୍ୱର -ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ସମ୍ବଲପୁର ଜିଲ୍ଲା ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିଛନ୍ତି। ଗସ୍ତକାଳରେ ୫-ଟି ଅଧ୍ୟକ୍ଷ ଛାତ୍ରଛାତ୍ରୀ ଓ ଜନସାଧାରଣଙ୍କ ସହ ଆଲୋଚନା ମଧ୍ୟ କରିଥିଲେ। ସେ ନୂଆ-ଓ କାର୍ଯ୍ୟକ୍ରମରେ ମଧ୍ୟ ସାମିଲ ହୋଇ ସମ୍ବଲପୁରର ସମସ୍ତ କଲେଜରୁ ଆସିଥିବା ଛାତ୍ରଛାତ୍ରୀଙ୍କ ସହ ବାର୍ତ୍ତାଳାପ କରିଥିଲେ । ନୂଆ-ଓ ଭଳି କାର୍ଯ୍ୟକ୍ରମ ଯୁବଗୋଷ୍ଠୀ ପାଇଁ କିଭଳି ପ୍ରତିଭା [...]
ଓଡ଼ିଆ୬ ଜିଲ୍ଲାର ୩୨୭ଟି ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର – ସ୍କୁଲ ରୂପାନ୍ତରୀକରଣ ପ୍ରକ୍ରିୟାର ଚତୁର୍ଥ ପର୍ଯ୍ୟାୟରେ ଆଜି ୬ଟି ଜିଲ୍ଲାର ୩୨୭ ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଚତୁର୍ଥ ପର୍ଯ୍ୟାୟରେ ମାଲକାନଗିରି ଜିଲ୍ଲାରେ ୩୫, ବାଲେଶ୍ବରରେ ୭୬ଟି, ଗଜପତି ଜିଲ୍ଲାରେ ୨୮, ଢେଙ୍କାନାଳରେ ୬୩, କେନ୍ଦୁଝରରେ ୪୫ ଓ କଟକରେ ୮୦ଟି ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଅବସରରେ ରୂପାନ୍ତରିତ ସ୍କୁଲର ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରି ପିଲାମାନଙ୍କୁ ଭଲ ପାଠ ପଢ଼ି ବଡ଼ [...]
