ନ୍ୟୁଜରୁମ୍ ଓଡ଼ିଶା
ବ୍ରେକିଂ
ଓଡ଼ିଶା

କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୭୦୦୬କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଆଜି ସର୍ବାଧିକ ୩୦୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୭୦୦୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ୩୦୩ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଗଂଞ୍ଜାମରୁ ସର୍ବାଧିକ ୧୨୦, ଯାଜପୁରରୁ ୪୬,ଖୋର୍ଦ୍ଧାରୁ ୨୮, କଟକରୁ ୨୧, କେନ୍ଦୁଝରରୁ ୧୬, ନୟାଗଡ଼ରୁ ୧୪, ନବରଙ୍ଗପୁରରୁ ୯, ପୁରୀରୁ ୭, ବରଗଡ଼ରୁ ୬, ଢ଼େଙ୍କାନାଳରୁ ୫, [...]

Admin•ଜୁଲାଇ 8, 2020
Share Article:

ଭୁବନେଶ୍ୱର: ରାଜ୍ୟରେ ଆଜି ସର୍ବାଧିକ ୩୦୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୭୦୦୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

୩୦୩ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଗଂଞ୍ଜାମରୁ ସର୍ବାଧିକ ୧୨୦, ଯାଜପୁରରୁ ୪୬,ଖୋର୍ଦ୍ଧାରୁ ୨୮, କଟକରୁ ୨୧, କେନ୍ଦୁଝରରୁ ୧୬, ନୟାଗଡ଼ରୁ ୧୪, ନବରଙ୍ଗପୁରରୁ ୯, ପୁରୀରୁ ୭, ବରଗଡ଼ରୁ ୬, ଢ଼େଙ୍କାନାଳରୁ ୫, ଝାରସୁଗୁଡ଼ାରୁ ୫, ମୟୁରଭଞ୍ଜରୁ ୫, ଅନୁଗୁଳରୁ ୪, ନୂଆପଡ଼ାରୁ ୪, ବାଲେଶ୍ୱରରୁ ୩, କେନ୍ଦ୍ରାପଡ଼ାରୁ ୩, ସମ୍ବଲପୁରରୁ ୩, ବଲାଙ୍ଗୀର, ଜଗତସିଂହପୁର, କୋରାପୁଟ ଓ ମାଲକାନଗିରିରୁ ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

#Odisha#Coronavirus Update#Featured#COVID-19
Share Article:

Related Articles

Newsroom•ସେପ୍ଟେମ୍ବର 22, 2026
Odisha Govt Transfers 4 IPS Officers
Newsroom•ସେପ୍ଟେମ୍ବର 21, 2026
Odisha Final Electoral Roll Published With 3.16 Crore Electors
Newsroom•ସେପ୍ଟେମ୍ବର 21, 2026
Ganjam Steps Up Preparedness as Deep Depression Threatens Heavy Rainfall; Red Warning for Sept 23-24