ନ୍ୟୁଜରୁମ୍ ଓଡ଼ିଶା
ବ୍ରେକିଂ
ଓଡ଼ିଆ

ବାଙ୍ଗିରିପୋଷି ଦୁର୍ଘଟଣାରେ ପ୍ରାଣହାନି ନେଇ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ

ଭୁବନେଶ୍ୱର – ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ନିକଟରେ ଘଟିଥିବା ମର୍ମନ୍ତୁଦ ଦୁର୍ଘଟଣାରେ ଅନେକଙ୍କ ପ୍ରାଣହାନୀ ନେଇ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସବୁ ମୃତକଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ଏଥିସହ ଆହତମାନଙ୍କ ଆଶୁଆରୋଗ୍ୟ କାମନା କରିଛନ୍ତି।

Admin•ଜାନୁଆରୀ 24, 2024
Share Article:

#Odia#Odisha#News
Share Article:

Related Articles