ନ୍ୟୁଜରୁମ୍ ଓଡ଼ିଶା
ବ୍ରେକିଂ
ଓଡ଼ିଆ

ଲୋକାର୍ପଣ ପରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାର୍ଗ ପ୍ରଦକ୍ଷିଣ କଲେ ମୁଖ୍ୟମନ୍ତ୍ରୀ

ପୁରୀ – ବାସ୍ତବ ରୂପ ନେଇଛି ମୁଖ୍ୟମନ୍ତ୍ରୀଙ୍କ ଡ୍ରିମ୍ ପ୍ରୋଜେକ୍ଟ। ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଆଜି ବାସ୍ତବ ରୂପ ନେଇଛି। ଆଜି ପ୍ରକଳ୍ପକୁ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ। ପୁରୀ ମହାରାଜା ଗଜପତି ଦିବ୍ୟସିଂହ ଦେବଙ୍କ ଉପସ୍ଥିତିରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଫଳକ ଉନ୍ମୋଚନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରକଳ୍ପ ଲୋକାର୍ପଣ ପରେ ମୁଖ୍ୟମନ୍ତ୍ରୀ, ଗଜପତି ମହାରାଜାଙ୍କ ସହ ଚାଲି ଚାଲି ପରିକ୍ରମା ମାର୍ଗ ପ୍ରଦକ୍ଷିଣ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସହ ୫-ଟି ଓ [...]

Admin•ଜାନୁଆରୀ 17, 2024
Share Article:

ପୁରୀ – ବାସ୍ତବ ରୂପ ନେଇଛି ମୁଖ୍ୟମନ୍ତ୍ରୀଙ୍କ ଡ୍ରିମ୍ ପ୍ରୋଜେକ୍ଟ। ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଆଜି ବାସ୍ତବ ରୂପ ନେଇଛି। ଆଜି ପ୍ରକଳ୍ପକୁ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ। ପୁରୀ ମହାରାଜା ଗଜପତି ଦିବ୍ୟସିଂହ ଦେବଙ୍କ ଉପସ୍ଥିତିରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଫଳକ ଉନ୍ମୋଚନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରକଳ୍ପ ଲୋକାର୍ପଣ ପରେ ମୁଖ୍ୟମନ୍ତ୍ରୀ, ଗଜପତି ମହାରାଜାଙ୍କ ସହ ଚାଲି ଚାଲି ପରିକ୍ରମା ମାର୍ଗ ପ୍ରଦକ୍ଷିଣ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସହ ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ, ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ପ୍ରମୁଖ ପରିକ୍ରମା ମାର୍ଗ ପ୍ରଦକ୍ଷିଣ କରିଥିଲେ ।

#Odia#Odisha#News
Share Article:

Related Articles