ନ୍ୟୁଜରୁମ୍ ଓଡ଼ିଶା
ବ୍ରେକିଂ
ଓଡ଼ିଆ

ଆଜି ୨୮୬ଟି ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ୫-ଟି ସ୍କୁଲ ରୂପାନ୍ତରଣର ଚତୁର୍ଥ ପର୍ଯ୍ୟାୟର ଚତୁର୍ଥ ଦିନରେ ଆଜି ୬ ଜିଲ୍ଲାର ୨୮୬ଟି ରୂପାନ୍ତରିତ ହାଇସ୍କୁଲକୁ ଲୋକାର୍ପିତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିମଧ୍ୟରେ ଖୋର୍ଦ୍ଧା ଜିଲ୍ଲାର ୮୦, ସୁବର୍ଣ୍ଣପୁର ଜିଲ୍ଲାର ୧୪, ପୁରୀ ଜିଲ୍ଲାର ୫୩, ନୟାଗଡ଼ ଜିଲ୍ଲାର ୭୫, ବୌଦ୍ଧ ଜିଲ୍ଲାର ୧୦, ନବରଙ୍ଗପୁର ଜିଲ୍ଲାର ୧୪ଟି ରୂପାନ୍ତରିତ ହାଇସ୍କୁଲ ଆଜି ଲୋକାର୍ପିତ ହେବ । ଚତୁର୍ଥ ପର୍ଯ୍ୟାୟରେ ମୋଟ ୧୭ ଶହ ୯୪ଟି ସ୍କୁଲର ଲୋକାର୍ପଣ କରାଯାଉଛି। ପୂର୍ବରୁ [...]

Admin•ଜାନୁଆରୀ 24, 2024
Share Article:

ଭୁବନେଶ୍ୱର – ୫-ଟି ସ୍କୁଲ ରୂପାନ୍ତରଣର ଚତୁର୍ଥ ପର୍ଯ୍ୟାୟର ଚତୁର୍ଥ ଦିନରେ ଆଜି ୬ ଜିଲ୍ଲାର ୨୮୬ଟି ରୂପାନ୍ତରିତ ହାଇସ୍କୁଲକୁ ଲୋକାର୍ପିତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିମଧ୍ୟରେ ଖୋର୍ଦ୍ଧା ଜିଲ୍ଲାର ୮୦, ସୁବର୍ଣ୍ଣପୁର ଜିଲ୍ଲାର ୧୪, ପୁରୀ ଜିଲ୍ଲାର ୫୩, ନୟାଗଡ଼ ଜିଲ୍ଲାର ୭୫, ବୌଦ୍ଧ ଜିଲ୍ଲାର ୧୦, ନବରଙ୍ଗପୁର ଜିଲ୍ଲାର ୧୪ଟି ରୂପାନ୍ତରିତ ହାଇସ୍କୁଲ ଆଜି ଲୋକାର୍ପିତ ହେବ । ଚତୁର୍ଥ ପର୍ଯ୍ୟାୟରେ ମୋଟ ୧୭ ଶହ ୯୪ଟି ସ୍କୁଲର ଲୋକାର୍ପଣ କରାଯାଉଛି। ପୂର୍ବରୁ ୩ଟି ପର୍ଯ୍ୟାୟରେ ୬ ହଜାର ୮୮୩ଟି ସ୍କୁଲର ଲୋକାର୍ପଣ ହୋଇଛି।

#Odia#Odisha#News
Share Article:

Related Articles