ନ୍ୟୁଜରୁମ୍ ଓଡ଼ିଶା
ବ୍ରେକିଂ
ଓଡ଼ିଆ

ସମଲେଇ ପ୍ରକଳ୍ପ ଲୋକାର୍ପଣ ଉତ୍ସବ ପାଇଁ ଆସନ୍ତା ୨୭ରେ ଛୁଟି ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର – ଆସନ୍ତା ୨୭ ତାରିଖରେ ଲୋକାର୍ପିତ ହେବ ସମଲେଇ ପ୍ରକଳ୍ପ । ଲୋକାର୍ପଣ ଉତ୍ସବ ପାଇଁ ରାଜ୍ୟ ସରକାର ଜାନୁଆରୀ ୨୭ ତାରିଖକୁ ଛୁଟି ଘୋଷଣା କରିଛନ୍ତି। ସେହିଦିନ ସ୍କୁଲ, କଲେଜ ସବୁ ଛୁଟି ରହିବ । ସମଲେଇ ପ୍ରକଳ୍ପ ଲୋକାର୍ପଣ ଉତ୍ସବ ମାସର ଚତୁର୍ଥ ଶନିବାରରେ ହେଉଥିବାରୁ ସରକାରୀ କାର୍ଯ୍ୟାଳୟ ମଧ୍ୟ ବନ୍ଦ ରହିବ । ଗତ ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ପାଇଁ ମଧ୍ୟ ସାରାରାଜ୍ୟରେ ଛୁଟି ଘୋଷଣା [...]

Admin•ଜାନୁଆରୀ 25, 2024
Share Article:

ଭୁବନେଶ୍ୱର – ଆସନ୍ତା ୨୭ ତାରିଖରେ ଲୋକାର୍ପିତ ହେବ ସମଲେଇ ପ୍ରକଳ୍ପ । ଲୋକାର୍ପଣ ଉତ୍ସବ ପାଇଁ ରାଜ୍ୟ ସରକାର ଜାନୁଆରୀ ୨୭ ତାରିଖକୁ ଛୁଟି ଘୋଷଣା କରିଛନ୍ତି। ସେହିଦିନ ସ୍କୁଲ, କଲେଜ ସବୁ ଛୁଟି ରହିବ । ସମଲେଇ ପ୍ରକଳ୍ପ ଲୋକାର୍ପଣ ଉତ୍ସବ ମାସର ଚତୁର୍ଥ ଶନିବାରରେ ହେଉଥିବାରୁ ସରକାରୀ କାର୍ଯ୍ୟାଳୟ ମଧ୍ୟ ବନ୍ଦ ରହିବ । ଗତ ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ପାଇଁ ମଧ୍ୟ ସାରାରାଜ୍ୟରେ ଛୁଟି ଘୋଷଣା କରାଯାଇଥିଲା ।

#Odia#Odisha#News
Share Article:

Related Articles