ନ୍ୟୁଜରୁମ୍ ଓଡ଼ିଶା
ବ୍ରେକିଂ
ଓଡ଼ିଆ

କର୍ତ୍ତବ୍ୟପଥରେ ଗଡ଼ିଲା ଓଡ଼ିଶାର ପ୍ରଜ୍ଞାପନ ମେଢ଼

ନୂଆଦିଲ୍ଲୀ – ଦୀର୍ଘ ତିନି ବର୍ଷ ପରେ ଦିଲ୍ଲୀ ସାଧାରଣତନ୍ତ୍ର ଦିବସ ପରେଡରେ ଗଡିଛି ଓଡ଼ିଶାର ପ୍ରଜ୍ଞାପନ ମେଢ଼ । କର୍ତ୍ତବ୍ୟ ପଥରେ ଆୟୋଜିତ ପରେଡରେ ପ୍ରଦର୍ଶିତ ହୋଇଛି ଓଡ଼ିଶାର ଆକର୍ଷଣୀୟ ପ୍ରଜ୍ଞାପନ ମେଢ଼। ଏହି ମେଢରେ ଓଡ଼ିଶାର ସମୃଦ୍ଧ କଳା, ସଂସ୍କୃତି,ଐତିହ୍ୟ ଏବଂ ମହିଳା ସଶକ୍ତିକରଣକୁ ଅତି ଆକର୍ଷଣୀୟ ଭାବେ ଉପସ୍ଥାପନ କରାଯାଇଛି। ଓଡ଼ିଶାର ପ୍ରଜ୍ଞାପନ ମେଢ଼ରେ ପଟ୍ଟଚିତ୍ରର ଛାପ ରହିଛି ।ଶିଳ୍ପୀ ଗ୍ରାମ ରଘୁରାଜପୁରର ବିଶ୍ୱବିଦିତ କଳାକୃତି ଓଡ଼ିଶାର ପ୍ରଜ୍ଞାପନ ମେଢ଼ରେ ସ୍ଥାନ ପାଇଛି [...]

Admin•ଜାନୁଆରୀ 26, 2024
Share Article:

ନୂଆଦିଲ୍ଲୀ – ଦୀର୍ଘ ତିନି ବର୍ଷ ପରେ ଦିଲ୍ଲୀ ସାଧାରଣତନ୍ତ୍ର ଦିବସ ପରେଡରେ ଗଡିଛି ଓଡ଼ିଶାର ପ୍ରଜ୍ଞାପନ ମେଢ଼ । କର୍ତ୍ତବ୍ୟ ପଥରେ ଆୟୋଜିତ ପରେଡରେ ପ୍ରଦର୍ଶିତ ହୋଇଛି ଓଡ଼ିଶାର ଆକର୍ଷଣୀୟ ପ୍ରଜ୍ଞାପନ ମେଢ଼। ଏହି ମେଢରେ ଓଡ଼ିଶାର ସମୃଦ୍ଧ କଳା, ସଂସ୍କୃତି,ଐତିହ୍ୟ ଏବଂ ମହିଳା ସଶକ୍ତିକରଣକୁ ଅତି ଆକର୍ଷଣୀୟ ଭାବେ ଉପସ୍ଥାପନ କରାଯାଇଛି। ଓଡ଼ିଶାର ପ୍ରଜ୍ଞାପନ ମେଢ଼ରେ ପଟ୍ଟଚିତ୍ରର ଛାପ ରହିଛି ।ଶିଳ୍ପୀ ଗ୍ରାମ ରଘୁରାଜପୁରର ବିଶ୍ୱବିଦିତ କଳାକୃତି ଓଡ଼ିଶାର ପ୍ରଜ୍ଞାପନ ମେଢ଼ରେ ସ୍ଥାନ ପାଇଛି ।

#Odia#Odisha#News
Share Article:

Related Articles