ନ୍ୟୁଜରୁମ୍ ଓଡ଼ିଶା
ବ୍ରେକିଂ
ଓଡ଼ିଆ

ଭୁବନେଶ୍ୱର ପଳାଶପଲ୍ଲୀରେ ଲିଙ୍ଗରାଜ କୁଷ୍ଠ କଲୋନୀ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସ୍ଥାନୀୟ ପଳାଶ ପଲ୍ଲୀଠାରେ ନବନିର୍ମିତ ଲିଙ୍ଗରାଜ କୁଷ୍ଠ କଲୋନୀ ଲୋକାର୍ପିତ କରିଛନ୍ତି। ଏଥିରେ ୩୧ଟି ଘର ରହିଛି। ଏହାଦ୍ବାରା ୯୪ ଜଣ ହିତାଧିକାରୀ ଉପକୃତ ହୋଇଛନ୍ତି। ଏମାନେ ସମସ୍ତେ ମଧୁବାବୁ ପେନସନ ଯୋଜନାରେ ସାମିଲ ହୋଇଛନ୍ତି। ଏକ ମେଡିକାଲ୍ ଟିମ୍ ପ୍ରତି ସପ୍ତାହରେ ସେମାନଙ୍କ ପାଖକୁ ଯାଇ ସେମାନଙ୍କୁ ସ୍ବାସ୍ଥ୍ୟ ସେବା ଯୋଗାଇ ଦେଉଛି। ସେମାନଙ୍କ ସୁବିଧା ପାଇଁ ସେମାନଙ୍କୁ ଡ୍ରେସିଂ କିଟ୍, ଜୋତା ଓ ଟ୍ରାଇ ସାଇକଲ [...]

Admin•ଜାନୁଆରୀ 30, 2024
Share Article:

ଭୁବନେଶ୍ଵର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସ୍ଥାନୀୟ ପଳାଶ ପଲ୍ଲୀଠାରେ ନବନିର୍ମିତ ଲିଙ୍ଗରାଜ କୁଷ୍ଠ କଲୋନୀ ଲୋକାର୍ପିତ କରିଛନ୍ତି। ଏଥିରେ ୩୧ଟି ଘର ରହିଛି। ଏହାଦ୍ବାରା ୯୪ ଜଣ ହିତାଧିକାରୀ ଉପକୃତ ହୋଇଛନ୍ତି।

ଏମାନେ ସମସ୍ତେ ମଧୁବାବୁ ପେନସନ ଯୋଜନାରେ ସାମିଲ ହୋଇଛନ୍ତି।

ଏକ ମେଡିକାଲ୍ ଟିମ୍ ପ୍ରତି ସପ୍ତାହରେ ସେମାନଙ୍କ ପାଖକୁ ଯାଇ ସେମାନଙ୍କୁ ସ୍ବାସ୍ଥ୍ୟ ସେବା ଯୋଗାଇ ଦେଉଛି। ସେମାନଙ୍କ ସୁବିଧା ପାଇଁ ସେମାନଙ୍କୁ ଡ୍ରେସିଂ କିଟ୍, ଜୋତା ଓ ଟ୍ରାଇ ସାଇକଲ ପ୍ରଭୃତି ବିଭିନ୍ନ ଉପକରଣ ଯୋଗାଇ ଦିଆ ଯାଇଛି।

#Odia#Odisha#News
Share Article:

Related Articles