୫-ଟି ଅଧ୍ୟକ୍ଷଙ୍କୁ ନବୀନ କହିଲେ ନିଜ ‘ଲୋକପ୍ରିୟତାର ସିକ୍ରେଟ
ଭୁବନେଶ୍ୱର – ଅଗ୍ରଣୀ ପତ୍ରିକା ‘ଇଣ୍ଡିଆ ଟୁଡେ’ ର ସଦ୍ୟ ସର୍ବେକ୍ଷଣ ଅନୁସାରେ ରାଜ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲୋକପ୍ରିୟତା ଅତୁଟ ରହିଛି। ମୁଖ୍ୟମନ୍ତ୍ରୀ ଭାବେ ସେ ପୁଣି ୧ ନମ୍ବର ସ୍ଥାନରେ ଅଛନ୍ତି । ୨୪ ବର୍ଷ ଧରି ମୁଖ୍ୟମନ୍ତ୍ରୀଙ୍କ ଲୋକପ୍ରିୟତାର ସିକ୍ରେଟ କ’ଣ ? ଇଣ୍ଡିଆ ଟୁଡେ ପତ୍ରିକାର ସଦ୍ୟତମ ସର୍ଭେରେ ମୁଖ୍ୟମନ୍ତ୍ରୀଙ୍କ ଲୋକପ୍ରିୟତା ପୁଣି ପ୍ରମାଣିତ ହେଲା ପରେ ତାଙ୍କଠାରୁ ଏହାର ସିକ୍ରେଟ ଜାଣିବାକୁ ଚାହିଁଥିଲେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଆଉ [...]
ଭୁବନେଶ୍ୱର – ଅଗ୍ରଣୀ ପତ୍ରିକା ‘ଇଣ୍ଡିଆ ଟୁଡେ’ ର ସଦ୍ୟ ସର୍ବେକ୍ଷଣ ଅନୁସାରେ ରାଜ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲୋକପ୍ରିୟତା ଅତୁଟ ରହିଛି। ମୁଖ୍ୟମନ୍ତ୍ରୀ ଭାବେ ସେ ପୁଣି ୧ ନମ୍ବର ସ୍ଥାନରେ ଅଛନ୍ତି । ୨୪ ବର୍ଷ ଧରି ମୁଖ୍ୟମନ୍ତ୍ରୀଙ୍କ ଲୋକପ୍ରିୟତାର ସିକ୍ରେଟ କ’ଣ ? ଇଣ୍ଡିଆ ଟୁଡେ ପତ୍ରିକାର ସଦ୍ୟତମ ସର୍ଭେରେ ମୁଖ୍ୟମନ୍ତ୍ରୀଙ୍କ ଲୋକପ୍ରିୟତା ପୁଣି ପ୍ରମାଣିତ ହେଲା ପରେ ତାଙ୍କଠାରୁ ଏହାର ସିକ୍ରେଟ ଜାଣିବାକୁ ଚାହିଁଥିଲେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଆଉ ମୁଖ୍ୟମନ୍ତ୍ରୀ ମଧ୍ୟ ଏହାର ସିକ୍ରେଟ କହିଛନ୍ତି। ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ଲୋକଙ୍କର ଆଶୀର୍ବାଦ ହିଁ ତାଙ୍କ ସଫଳତାର ‘ସିକ୍ରେଟ’ ବୋଲି ମୁଖ୍ୟମନ୍ତ୍ରୀ ନିଜର ସ୍ୱଭାବ ସୁଲଭ ଢଙ୍ଗରେ ୫-ଟି ଅଧ୍ୟକ୍ଷଙ୍କୁ ଉତ୍ତର ଦେଇଛନ୍ତି।
ମହୁଆ ମୈତ୍ରଙ୍କୁ ଇଡି ସମନ
Next ArticleOdisha: 2 Special Operations Group personnel injured in landmine blast
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
