ନ୍ୟୁଜରୁମ୍ ଓଡ଼ିଶା
ବ୍ରେକିଂ
ଓଡ଼ିଆ

ବିକାଶକୁ ବଳିଷ୍ଠ କରିବା ପାଇଁ ବିଜୁବାବୁଙ୍କର ନକ୍ସା ଆଜି ବି ବାଟ ଦେଖାଉଛି : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ଆଜି ହେଉଛି ଆଧୁନିକ ଓଡ଼ିଶାର ନିର୍ମାତା, ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ । ଏହି ଉପଲକ୍ଷେ ପ୍ରବାଦ ପୁରୁଷଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।ସମାଜର ସବୁ ବର୍ଗର ଲୋକଙ୍କୁ ନେଇ ବିକାଶକୁ ବଳିଷ୍ଠ କରିବା ଲାଗି ବିଜୁ ପଟ୍ଟନାୟକ ଆଙ୍କିଥିବା ନକ୍ସା ଏବେ ମଧ୍ୟ ଆମକୁ ବାଟ ଦେଖାଉଛି। ସେହି ବିକାଶ ପୁରୁଷଙ୍କ ଅବଦାନକୁ ମନେ ପକାଇ ଓଡ଼ିଆ ଜାତୀୟତାର ପରିଚୟକୁ ଆହୁରି ଗୌରବାନ୍ଵିତ କରିବା [...]

Admin•ମାର୍ଚ୍ଚ 5, 2024
Share Article:

ଭୁବନେଶ୍ୱର – ଆଜି ହେଉଛି ଆଧୁନିକ ଓଡ଼ିଶାର ନିର୍ମାତା, ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ । ଏହି ଉପଲକ୍ଷେ ପ୍ରବାଦ ପୁରୁଷଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।ସମାଜର ସବୁ ବର୍ଗର ଲୋକଙ୍କୁ ନେଇ ବିକାଶକୁ ବଳିଷ୍ଠ କରିବା ଲାଗି ବିଜୁ ପଟ୍ଟନାୟକ ଆଙ୍କିଥିବା ନକ୍ସା ଏବେ ମଧ୍ୟ ଆମକୁ ବାଟ ଦେଖାଉଛି। ସେହି ବିକାଶ ପୁରୁଷଙ୍କ ଅବଦାନକୁ ମନେ ପକାଇ ଓଡ଼ିଆ ଜାତୀୟତାର ପରିଚୟକୁ ଆହୁରି ଗୌରବାନ୍ଵିତ କରିବା ସହ ନୂଆ ଓଡ଼ିଶା ଗଠନର ସଂକଳ୍ପକୁ ଆହୁରି ଦୃଢ଼ କରିବାକୁ ଆହ୍ବାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

#Odia#Odisha#News
Share Article:

Related Articles