ନ୍ୟୁଜରୁମ୍ ଓଡ଼ିଶା
ବ୍ରେକିଂ
ଓଡ଼ିଆ

ଗୀତା ଉପଦେଶ: ପରମେଶ୍ୱରଙ୍କର ଉପାସନାରେ ବିଶ୍ୱାସ ସର୍ବାଧିକ ଲାଭଦାୟକ ବିଶ୍ୱାସ ଅଟେ

ଭଗବାନ ଶ୍ରୀକୃଷ୍ଣ ଗୀତା ରେ ବିଶ୍ୱର ସମସ୍ତ ଦେବତାଙ୍କ ଆତ୍ମା ମୁଁ ସ୍ୱୟଂ ବୋଲି ପ୍ରମାଣିତ କରି କହୁଛନ୍ତି- ଯୋ ଯୋ ଯାଂ ଯାଂ ତନୁଂ ଭକ୍ତଃ ଶ୍ରଦ୍ଧୟାର୍ଚିତୁମିଚ୍ଛତି । ତସ୍ୟ ତସ୍ୟାଚଳାଂ ଶ୍ରଦ୍ଧାଂ ତାମେବ ବିଦଧାମ୍ୟହମ୍। ଅର୍ଥାତ ଜଣେ ଭକ୍ତ, ବିଶ୍ୱାସର ସହିତ ଯେଉଁ ଦେବତାଙ୍କର ଭକ୍ତି କରିବାକୁ ଇଚ୍ଛା କରିଥାଆନ୍ତି, ମୁଁ ସେହି ଭକ୍ତଙ୍କର ବିଶ୍ୱାସ ସେହି ଦେବତାଙ୍କଠାରେ ସୁଦୃଢ଼ କରିଥାଏ ।

Admin•ମାର୍ଚ୍ଚ 11, 2024
Share Article:

ଭଗବାନ ଶ୍ରୀକୃଷ୍ଣ ଗୀତା ରେ ବିଶ୍ୱର ସମସ୍ତ ଦେବତାଙ୍କ ଆତ୍ମା ମୁଁ ସ୍ୱୟଂ ବୋଲି ପ୍ରମାଣିତ କରି କହୁଛନ୍ତି-

ଯୋ ଯୋ ଯାଂ ଯାଂ ତନୁଂ ଭକ୍ତଃ ଶ୍ରଦ୍ଧୟାର୍ଚିତୁମିଚ୍ଛତି । ତସ୍ୟ ତସ୍ୟାଚଳାଂ ଶ୍ରଦ୍ଧାଂ ତାମେବ ବିଦଧାମ୍ୟହମ୍।

ଅର୍ଥାତ ଜଣେ ଭକ୍ତ, ବିଶ୍ୱାସର ସହିତ ଯେଉଁ ଦେବତାଙ୍କର ଭକ୍ତି କରିବାକୁ ଇଚ୍ଛା କରିଥାଆନ୍ତି, ମୁଁ ସେହି ଭକ୍ତଙ୍କର ବିଶ୍ୱାସ ସେହି ଦେବତାଙ୍କଠାରେ ସୁଦୃଢ଼ କରିଥାଏ ।

#Odia#Odisha#News
Share Article:

Related Articles