ନ୍ୟୁଜରୁମ୍ ଓଡ଼ିଶା
ବ୍ରେକିଂ
ଓଡ଼ିଆ

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ରାଜ୍ୟ ମହିଳା ସରକାରୀ କର୍ମଚାରୀମାନଙ୍କୁ ଏଣିକି ବାର୍ଷିକ ୨୫ ଦିନର ସାମୟିକ ଛୁଟି

ଭୁବନେଶ୍ୱର – ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ମହିଳା କର୍ମଚାରୀମାନଙ୍କୁ ଏଣିକି ବାର୍ଷିକ ୨୫ ଦିନର ସାମୟିକ ଛୁଟି ମିଳିବ । ମୁଖ୍ୟମନ୍ତ୍ରୀ ଏହି ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ ଯେ, ସରକାରୀ କର୍ମଚାରୀମାନଙ୍କ ପାଇଁ ସାଧାରଣତଃ ବର୍ଷକୁ ୧୫ ଦିନର ସାମୟିକ ଛୁଟି ଦିଆଯାଉଥିବା ବେଳେ ମହିଳା ସରକାରୀ କର୍ମଚାରୀମାନଙ୍କ କ୍ଷେତ୍ରରେ ମୁଖ୍ୟମନ୍ତ୍ରୀ ଆଉ ଅଧିକ ୧୦ ଦିନର ଛୁଟି ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ ମହିଳା କର୍ମଚାରୀମାନେ ବର୍ଷକୁ [...]

Admin•ମାର୍ଚ୍ଚ 12, 2024
Share Article:

ଭୁବନେଶ୍ୱର – ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ମହିଳା କର୍ମଚାରୀମାନଙ୍କୁ ଏଣିକି ବାର୍ଷିକ ୨୫ ଦିନର ସାମୟିକ ଛୁଟି ମିଳିବ । ମୁଖ୍ୟମନ୍ତ୍ରୀ ଏହି ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।

ସୂଚନାଯୋଗ୍ୟ ଯେ, ସରକାରୀ କର୍ମଚାରୀମାନଙ୍କ ପାଇଁ ସାଧାରଣତଃ ବର୍ଷକୁ ୧୫ ଦିନର ସାମୟିକ ଛୁଟି ଦିଆଯାଉଥିବା ବେଳେ ମହିଳା ସରକାରୀ କର୍ମଚାରୀମାନଙ୍କ କ୍ଷେତ୍ରରେ ମୁଖ୍ୟମନ୍ତ୍ରୀ ଆଉ ଅଧିକ ୧୦ ଦିନର ଛୁଟି ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ ମହିଳା କର୍ମଚାରୀମାନେ ବର୍ଷକୁ ୨୫ ଦିନର ସାମୟିକ ଛୁଟି ଉପଭୋଗ କରିପାରିବେ। ମହିଳାମାନଙ୍କ ପାରିବାରିକ ଦାୟିତ୍ୱ ଓ ବିଭିନ୍ନ ସମସ୍ୟାକୁ ଆଖି ଆଗରେ ରଖି ମୁଖ୍ୟମନ୍ତ୍ରୀ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି।

#Odia#Odisha#News
Share Article:

Related Articles