ନ୍ୟୁଜରୁମ୍ ଓଡ଼ିଶା
ବ୍ରେକିଂ
ଓଡ଼ିଆ

ଆଜି କ୍ୟାବିନେଟ ବୈଠକ

ଭୁବନେଶ୍ୱର – ଆଜି ପୂର୍ବାହ୍ନ ୧୧ଟାରେ ବସିବ ରାଜ୍ୟ କ୍ୟାବିନେଟର ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯିବା ସମ୍ଭାବନା ରହିଛି। ବିଧାନସଭା ନିର୍ବାଚନ ପୂର୍ବରୁ ବର୍ତ୍ତମାନ ସରକାରର ଏହା ଶେଷ କ୍ୟାବିନେଟ ବୈଠକ ହେବ । ବିଭିନ୍ନ ବିଭାଗର ଏକାଧିକ ପ୍ରସ୍ତାବକୁ ବୈଠକରେ ମଞ୍ଜୁରୀ ମିଳିବା ସମ୍ଭାବନା ରହିଛି।

Admin•ମାର୍ଚ୍ଚ 16, 2024
Share Article:

#Odia#Odisha#News
Share Article:

Related Articles