ନ୍ୟୁଜରୁମ୍ ଓଡ଼ିଶା
ବ୍ରେକିଂ
ଓଡ଼ିଆ

ଗୁରୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର -ଗୁରୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି । ଅନେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଲାଗି ରହିଛି । ଆଜି ସନ୍ଧ୍ୟାରୁ ପାଗରେ ପରିବର୍ତ୍ତନ ହେବା ସହ ଆସନ୍ତାକାଲିଠୁ ବର୍ଷା ପରିମାଣ ହ୍ରାସ ପାଇବ । ଉପକୂଳବର୍ତ୍ତୀ ଜିଲ୍ଲାଗୁଡିକରେ ହାଲୁକା ବର୍ଷା ସମ୍ଭାବନା ର‌ହିଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆଜି ଖୋର୍ଦ୍ଧା, ନୟାଗଡ଼, ଜଗତସିଂହପୁର, କଟକ, ପୁରୀ, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା [...]

Admin•ମାର୍ଚ୍ଚ 20, 2024
Share Article:

ଭୁବନେଶ୍ୱର -ଗୁରୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି । ଅନେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଲାଗି ରହିଛି । ଆଜି ସନ୍ଧ୍ୟାରୁ ପାଗରେ ପରିବର୍ତ୍ତନ ହେବା ସହ ଆସନ୍ତାକାଲିଠୁ ବର୍ଷା ପରିମାଣ ହ୍ରାସ ପାଇବ । ଉପକୂଳବର୍ତ୍ତୀ ଜିଲ୍ଲାଗୁଡିକରେ ହାଲୁକା ବର୍ଷା ସମ୍ଭାବନା ର‌ହିଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

ଆଜି ଖୋର୍ଦ୍ଧା, ନୟାଗଡ଼, ଜଗତସିଂହପୁର, କଟକ, ପୁରୀ, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି। ଆଜି ପାଇଁ ୧୧ ଜିଲ୍ଲାକୁ ଅରେଞ୍ଜ ଓ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

#Odia#Odisha#News
Share Article:

Related Articles