ନ୍ୟୁଜରୁମ୍ ଓଡ଼ିଶା
ବ୍ରେକିଂ
ଓଡ଼ିଆ

ଦାମୋଦର ରାଉତଙ୍କ ବିୟୋଗ ଓଡ଼ିଶା ରାଜନୀତିର ଅପୂରଣୀୟ କ୍ଷତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦାମୋଦର ରାଉତଙ୍କ ବିୟୋଗ ଓଡ଼ିଶା ରାଜନୀତିରେ ଏକ ଅପୂରଣୀୟ କ୍ଷତି। ଲୋକଙ୍କ ସେବା ତଥା ଉନ୍ନତି ପାଇଁ ତାଙ୍କ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ।

Admin•ମାର୍ଚ୍ଚ 22, 2024
Share Article:

#Odia#Odisha#News
Share Article:

Related Articles