ନ୍ୟୁଜରୁମ୍ ଓଡ଼ିଶା
ବ୍ରେକିଂ
ଓଡ଼ିଆ

ଦିଲେଶ୍ୱର ରେଡ୍ଡୀ ଗଞ୍ଜାମ ଜିଲ୍ଲା ବିଜେଡିର କାର୍ଯ୍ୟକାରୀ ସଭାପତି ନିଯୁକ୍ତ

ଭୁବନେଶ୍ୱର – ଦିଲେଶ୍ୱର ରେଡ୍ଡୀଙ୍କୁ ଗଞ୍ଜାମ ଜିଲ୍ଲା ବିଜେଡିର କାର୍ଯ୍ୟକାରୀ ସଭାପତି ଭାବେ ନିଯୁକ୍ତି ଦେଇଛନ୍ତି ଦଳ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦିଲେଶ୍ୱରଙ୍କ ନିଯୁକ୍ତି ତୁରନ୍ତ କାର୍ଯ୍ୟକାରୀ ହୋଇଛି। ଏ ନେଇ ବିଜେଡି ପକ୍ଷରୁ ପ୍ରେସ ରିଲିଜ ଜରିଆରେ ସୂଚନା ଦିଆଯାଇଛି।

Admin•ଅପ୍ରେଲ 8, 2024
Share Article:

#Odia#Odisha#News
Share Article:

Related Articles