ନ୍ୟୁଜରୁମ୍ ଓଡ଼ିଶା
ବ୍ରେକିଂ
ଓଡ଼ିଆ

ବିଜେଡିର ଚତୁର୍ଥ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା

ଭୁବନେଶ୍ୱର – ବିଜେଡି ଚତୁର୍ଥ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭା ନିର୍ବାଚନ ପାଇଁ ଦଳର ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। ଘୋଷିତ ନୂଆ ତାଲିକା ଅନୁସାରେ ଲକ୍ଷ୍ମୀପୁରରୁ ପ୍ରଭୁ ଜାନୀ, ପାରାଦୀପରୁ ଗୀତାଞ୍ଜଳି ରାଉତରାୟ, ସମ୍ବଲପୁରରୁ ପ୍ରସନ୍ନ ଆଚାର୍ଯ୍ୟ, ରାଇରଖୋଲରୁ ରୋହିତ ପୂଜାରୀ, ତେଲକୋଇରୁ ମାଧବ ସର୍ଦ୍ଦାର, ତାଳଚେରରୁ ବ୍ରଜ ପ୍ରଧାନ, ନର୍ଲାରୁ ମନୋରମା ପ୍ରଧାନ,ବାଲିଗୁଡାରୁ ଚକ୍ରମଣି କହଁର, ଭୁବନେଶ୍ୱର ମଧ୍ୟରୁ ଅନନ୍ତ [...]

Admin•ଅପ୍ରେଲ 11, 2024
Share Article:

ଭୁବନେଶ୍ୱର – ବିଜେଡି ଚତୁର୍ଥ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭା ନିର୍ବାଚନ ପାଇଁ ଦଳର ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। ଘୋଷିତ ନୂଆ ତାଲିକା ଅନୁସାରେ ଲକ୍ଷ୍ମୀପୁରରୁ ପ୍ରଭୁ ଜାନୀ, ପାରାଦୀପରୁ ଗୀତାଞ୍ଜଳି ରାଉତରାୟ, ସମ୍ବଲପୁରରୁ ପ୍ରସନ୍ନ ଆଚାର୍ଯ୍ୟ, ରାଇରଖୋଲରୁ ରୋହିତ ପୂଜାରୀ, ତେଲକୋଇରୁ ମାଧବ ସର୍ଦ୍ଦାର, ତାଳଚେରରୁ ବ୍ରଜ ପ୍ରଧାନ, ନର୍ଲାରୁ ମନୋରମା ପ୍ରଧାନ,ବାଲିଗୁଡାରୁ ଚକ୍ରମଣି କହଁର, ଭୁବନେଶ୍ୱର ମଧ୍ୟରୁ ଅନନ୍ତ ନାରାୟଣ ଜେନାଙ୍କୁ ପ୍ରାର୍ଥୀ କରାଯାଇଛି।

#Odia#Odisha#News
Share Article:

Related Articles