ନ୍ୟୁଜରୁମ୍ ଓଡ଼ିଶା
ବ୍ରେକିଂ
ଓଡ଼ିଆ

ଆଜି ରାଜଧାନୀ ଭୁବନେଶ୍ବରର ପ୍ରତିଷ୍ଠା ଦିବସ : ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ଆଜି ରାଜଧାନୀ ଭୁବନେଶ୍ୱରର ପ୍ରତିଷ୍ଠା ଦିବସ । ଏହି ଉପଲକ୍ଷେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି । ରାଜଧାନୀ ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ବଚ୍ଛ, ସବୁଜ, ସୁନ୍ଦର ରାଜଧାନୀ ଭୁବନେଶ୍ବର ନିଜ ଐତିହ୍ୟ ଓ ଗରିମାକୁ ଅକ୍ଷୁର୍ଣ୍ଣ ରଖି ଲୋକଙ୍କ ସୁବିଧାକୁ ପ୍ରାଥମିକତା ଦେଇ ବିଭିନ୍ନ କ୍ଷେତ୍ରରେ ନୂଆ ଇତିହାସ ଲେଖିଛି। ରୂପାନ୍ତରଣର ସ୍ପର୍ଶରେ ବିକାଶର ନୂଆ ଶିଖର ଛୁଉଁଛି। ଏହି ଧାରାକୁ ଅତୁଟ [...]

Admin•ଅପ୍ରେଲ 13, 2024
Share Article:

ଭୁବନେଶ୍ୱର – ଆଜି ରାଜଧାନୀ ଭୁବନେଶ୍ୱରର ପ୍ରତିଷ୍ଠା ଦିବସ । ଏହି ଉପଲକ୍ଷେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି । ରାଜଧାନୀ ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ବଚ୍ଛ, ସବୁଜ, ସୁନ୍ଦର ରାଜଧାନୀ ଭୁବନେଶ୍ବର ନିଜ ଐତିହ୍ୟ ଓ ଗରିମାକୁ ଅକ୍ଷୁର୍ଣ୍ଣ ରଖି ଲୋକଙ୍କ ସୁବିଧାକୁ ପ୍ରାଥମିକତା ଦେଇ ବିଭିନ୍ନ କ୍ଷେତ୍ରରେ ନୂଆ ଇତିହାସ ଲେଖିଛି। ରୂପାନ୍ତରଣର ସ୍ପର୍ଶରେ ବିକାଶର ନୂଆ ଶିଖର ଛୁଉଁଛି। ଏହି ଧାରାକୁ ଅତୁଟ ରଖିବା ପାଇଁ ସେ ଜନସାଧାରଣଙ୍କୁ ଆହ୍ୱାନ ଦେବା ସହ ରାଜଧାନୀ ପ୍ରତିଷ୍ଠା ଦିବସରେ ସମସ୍ତଙ୍କୁ ଆନ୍ତରିକ ଶୁଭେଚ୍ଛା ଜଣାଇଛନ୍ତି।

#Odia#Odisha#News
Share Article:

Related Articles