ନ୍ୟୁଜରୁମ୍ ଓଡ଼ିଶା
ବ୍ରେକିଂ
ଓଡ଼ିଆ

ବିଜେଡିରେ ସାମିଲ ହେଲେ ସମ୍ବଲପୁର ସାଂସଦଙ୍କ ପତ୍ନୀ ଓ ପୁଅ

ଭୁବନେଶ୍ୱର – ସମ୍ବଲପୁର ସାଂସଦ ତଥା ଦେବଗଡ ରାଜା ନୀତେଶ ଗଙ୍ଗଦେବଙ୍କ ପତ୍ନୀ ଅରୁନ୍ଧତୀ ଦେବୀ ଆଜି ବିଜେଡିରେ ଯୋଗ ଦେଇଛନ୍ତି | ତାଙ୍କ ସହ ତାଙ୍କ ପୁଅ ନମନ ଗଙ୍ଗଦେବ ମଧ୍ୟ ବିଜେଡିରେ ସାମିଲ ହୋଇଛନ୍ତି ଇଛନ୍ତି | ଆଜି ସନ୍ଧ୍ୟାରେ ନବୀନ ନିବାସରେ ଅରୁନ୍ଧତୀ ଦେବୀ ଓ ନମନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହୋଇଛନ୍ତି | ଏହି ସମୟରେ ସାଂସଦ ମାନସ ମଙ୍ଗରାଜ [...]

Admin•ଅପ୍ରେଲ 16, 2024
Share Article:

ଭୁବନେଶ୍ୱର – ସମ୍ବଲପୁର ସାଂସଦ ତଥା ଦେବଗଡ ରାଜା ନୀତେଶ ଗଙ୍ଗଦେବଙ୍କ ପତ୍ନୀ ଅରୁନ୍ଧତୀ ଦେବୀ ଆଜି ବିଜେଡିରେ ଯୋଗ ଦେଇଛନ୍ତି | ତାଙ୍କ ସହ ତାଙ୍କ ପୁଅ ନମନ ଗଙ୍ଗଦେବ ମଧ୍ୟ ବିଜେଡିରେ ସାମିଲ ହୋଇଛନ୍ତି ଇଛନ୍ତି | ଆଜି ସନ୍ଧ୍ୟାରେ ନବୀନ ନିବାସରେ ଅରୁନ୍ଧତୀ ଦେବୀ ଓ ନମନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହୋଇଛନ୍ତି | ଏହି ସମୟରେ ସାଂସଦ ମାନସ ମଙ୍ଗରାଜ ମଧ୍ୟ ଉପସ୍ଥିତ ଥିଲେ |

#Odia#Odisha#News
Share Article:

Related Articles