ନ୍ୟୁଜରୁମ୍ ଓଡ଼ିଶା
ବ୍ରେକିଂ
ଓଡ଼ିଆ

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଦୃଷ୍ଟିରୁ ତିନି ଦିନ ସ୍କୁଲ ଛୁଟି ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର – ପ୍ରଖର ଗ୍ରୀଷ୍ମ ପ୍ରବାହ ଦୃଷ୍ଟିରୁ ଆସନ୍ତା ୩ ଦିନ ଯାଏଁ ରାଜ୍ୟର ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଉଭୟ ସରକାରୀ ଓ ବେସରକାରୀ ସ୍କୁଲ ପାଇଁ ତିନି ଦିନ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର। ଆସନ୍ତାକାଲିଠୁ ୨୦ ଯାଏଁ ସ୍କୁଲ ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି । ଆହୁରି ୨ ଦିନ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିବା ନେଇ ପାଣିପାଗ ବିଭାଗ ଚେତାବନୀ ଦେଇଛି। ଏହି ସମୟରେ ତାପମାତ୍ରା ୨ [...]

Admin•ଅପ୍ରେଲ 17, 2024
Share Article:

ଭୁବନେଶ୍ୱର – ପ୍ରଖର ଗ୍ରୀଷ୍ମ ପ୍ରବାହ ଦୃଷ୍ଟିରୁ ଆସନ୍ତା ୩ ଦିନ ଯାଏଁ ରାଜ୍ୟର ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଉଭୟ ସରକାରୀ ଓ ବେସରକାରୀ ସ୍କୁଲ ପାଇଁ ତିନି ଦିନ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର। ଆସନ୍ତାକାଲିଠୁ ୨୦ ଯାଏଁ ସ୍କୁଲ ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି ।

ଆହୁରି ୨ ଦିନ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିବା ନେଇ ପାଣିପାଗ ବିଭାଗ ଚେତାବନୀ ଦେଇଛି। ଏହି ସମୟରେ ତାପମାତ୍ରା ୨ ରୁ ୩ ଡିଗ୍ରୀ ଯାଏଁ ବୃଦ୍ଧିପାଇବ । ଆସନ୍ତା ୨୦ ତାରିଖ ଯାଏଁ କିଛି ସ୍ଥାନରେ ତାପମାତ୍ରା ୪୩ରୁ ୪୫ ଡିଗ୍ରୀ ମଧ୍ୟ ଛୁଇଁପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

#Odia#Odisha#News
Share Article:

Related Articles