ଗୀତା ଉପଦେଶ: ବାସ୍ତବରେ ଭଗବାନଙ୍କର ଦୀପ୍ତି ଅସୀମ ଅଟେ, ଏହାକୁ ସୂର୍ଯ୍ୟଙ୍କର ଦୀପ୍ତି ଦ୍ୱାରା ମାପି ହେବ ନାହିଁ
ଭଗବାନ ଶ୍ରୀକୃଷ୍ଣ ଅର୍ଜୁନଙ୍କୁ ମହାଭାରତ ଯୁଦ୍ଧ ରେ ନିଜର ବିଶ୍ଵରୂପ ଦର୍ଶନ କରାଉଛନ୍ତି।ଅର୍ଜୁନ ଦେଖୁଛନ୍ତି :- ଦିବି ସୂର୍ଯ୍ୟସହସ୍ରସ୍ୟ ଭବେଦ୍ୟୁଗପଦୁତ୍ଥିତା । ଯଦି ଭାଃ ସଦୃଶୀ ସା ସ୍ୟାଦ୍ଭାସସ୍ତସ୍ୟ ମହାତ୍ମନଃ ।।୧୨।। ଅର୍ଥାତ୍ ;- ସଞ୍ଜୟ ବର୍ତ୍ତମାନ ବିଶ୍ୱରୂପର ଦୀପ୍ତି ବର୍ଣ୍ଣନା କରୁଛନ୍ତି । ଏହାର ଉଜ୍ଜ୍ୱଳମୟ କାନ୍ତି ସମ୍ବନ୍ଧରେ ସାମାନ୍ୟ ଧାରଣା ଦେବା ପାଇଁ, ସେ ଏହାକୁ ମଧ୍ୟାହ୍ନ ଆକାଶରେ ଏକ ସଙ୍ଗେ ଏକ ହଜାର ସୂର୍ଯ୍ୟ ପ୍ରଜ୍ଜ୍ୱଳିତ ହେବାର କାନ୍ତି ସହିତ ତୁଳନା କରୁଛନ୍ତି [...]
ଭଗବାନ ଶ୍ରୀକୃଷ୍ଣ ଅର୍ଜୁନଙ୍କୁ ମହାଭାରତ ଯୁଦ୍ଧ ରେ ନିଜର ବିଶ୍ଵରୂପ ଦର୍ଶନ କରାଉଛନ୍ତି।ଅର୍ଜୁନ ଦେଖୁଛନ୍ତି :-
ଦିବି ସୂର୍ଯ୍ୟସହସ୍ରସ୍ୟ ଭବେଦ୍ୟୁଗପଦୁତ୍ଥିତା ।
ଯଦି ଭାଃ ସଦୃଶୀ ସା ସ୍ୟାଦ୍ଭାସସ୍ତସ୍ୟ ମହାତ୍ମନଃ ।।୧୨।।
ଅର୍ଥାତ୍ ;- ସଞ୍ଜୟ ବର୍ତ୍ତମାନ ବିଶ୍ୱରୂପର ଦୀପ୍ତି ବର୍ଣ୍ଣନା କରୁଛନ୍ତି । ଏହାର ଉଜ୍ଜ୍ୱଳମୟ କାନ୍ତି ସମ୍ବନ୍ଧରେ ସାମାନ୍ୟ ଧାରଣା ଦେବା ପାଇଁ, ସେ ଏହାକୁ ମଧ୍ୟାହ୍ନ ଆକାଶରେ ଏକ ସଙ୍ଗେ ଏକ ହଜାର ସୂର୍ଯ୍ୟ ପ୍ରଜ୍ଜ୍ୱଳିତ ହେବାର କାନ୍ତି ସହିତ ତୁଳନା କରୁଛନ୍ତି । ବାସ୍ତବରେ ଭଗବାନଙ୍କର ଦୀପ୍ତି ଅସୀମ ଅଟେ, ଏହାକୁ ସୂର୍ଯ୍ୟଙ୍କର ଦୀପ୍ତି ଦ୍ୱାରା ମାପି ହେବ ନାହିଁ । ତଥାପି ଭାଷ୍ୟକାର ମାନେ ଅନେକ ସମୟରେ ଗୋଟିଏ ଅଜ୍ଞାତ ବସ୍ତୁର ବର୍ଣ୍ଣନା ଗୋଟିଏ ଜ୍ଞାତ ବସ୍ତୁ ସାହାଯ୍ୟରେ କରିଥାନ୍ତି । ଏକ ହଜାର ସୂର୍ଯ୍ୟର ଉପମା, ସଞ୍ଜୟଙ୍କର ଏହି ମନୋଭାବକୁ ପ୍ରକାଶ କରିଥାଏ ଯେ ଭଗବାନଙ୍କ ଦୀପ୍ତିର କୌଣସି ତୁଳନା ନାହିଁ
ବିଜେପି ଛାଡିଥିବା ନେତା କଂଗ୍ରେସର କାକଟପୁର ଆସନରୁ ପ୍ରାର୍ଥୀ
Next Articleଶ୍ରୀ ରାମଚରିତ ମାନସ: ଅଯୋଧ୍ୟା କାଣ୍ଡ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
