ନ୍ୟୁଜରୁମ୍ ଓଡ଼ିଶା
ବ୍ରେକିଂ
ଓଡ଼ିଆ

ହଟିଲା କଟକଣା, ପୁଣି ମାଛଧରା ଆରମ୍ଭ

ପାରାଦୀପ – ଦୁଇମାସର କଟକଣା ଶେଷ ହେଲା ପରେ ଆଜି ନଦୀ, ସମୁଦ୍ର ମୁହାଣରୁ ମାଛଧରା ଆରମ୍ଭ ହୋଇଛି । ଏପ୍ରିଲ ୧୫ରୁ ଜୁନ୍ ୧୪ ତାରିଖ ପର୍ଯ୍ୟନ୍ତ ୬୧ ଦିନ ସମୁଦ୍ରରେ ମାଛ ଧରା ବନ୍ଦ ରହିଥିଲା। ଦୁଇମାସ ଧରି ମତ୍ସ୍ୟଜୀବୀ ସମୁଦ୍ର ଭିତରକୁ ଯିବା ନେଇ କଟକଣା ଲାଗୁ ହୋଇଥିଲା। ଓଡ଼ିଶା ଉପକୂଳରେ ମାଛ ଧରା ବନ୍ଦ ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। ତେବେ ସାଢ଼େ ୮ ମିଟର ଡଙ୍ଗାରେ କେବଳ ମାଛ ଧରାଯାଇପାରିବ ବୋଲି [...]

Admin•ଜୁନ 15, 2024
Share Article:

ପାରାଦୀପ – ଦୁଇମାସର କଟକଣା ଶେଷ ହେଲା ପରେ ଆଜି ନଦୀ, ସମୁଦ୍ର ମୁହାଣରୁ ମାଛଧରା ଆରମ୍ଭ ହୋଇଛି ।

ଏପ୍ରିଲ ୧୫ରୁ ଜୁନ୍ ୧୪ ତାରିଖ ପର୍ଯ୍ୟନ୍ତ ୬୧ ଦିନ ସମୁଦ୍ରରେ ମାଛ ଧରା ବନ୍ଦ ରହିଥିଲା। ଦୁଇମାସ ଧରି ମତ୍ସ୍ୟଜୀବୀ ସମୁଦ୍ର ଭିତରକୁ ଯିବା ନେଇ କଟକଣା ଲାଗୁ ହୋଇଥିଲା। ଓଡ଼ିଶା ଉପକୂଳରେ ମାଛ ଧରା ବନ୍ଦ ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। ତେବେ ସାଢ଼େ ୮ ମିଟର ଡଙ୍ଗାରେ କେବଳ ମାଛ ଧରାଯାଇପାରିବ ବୋଲି କୁହାଯାଇଥିଲା।ଏହି ସମୟରେ ମାଛମାନଙ୍କର ପ୍ରଜନନ ଋତୁ ଆରମ୍ଭ ହେଉଥିବା ଯୋଗୁ ସବୁ ବର୍ଷ ଏହି ସମୟରେ କେନ୍ଦ୍ର ସରକାରଙ୍କ ମତ୍ସ୍ୟ ସମ୍ପଦ ମନ୍ତ୍ରଣାଳୟ ପକ୍ଷରୁ ମତ୍ସ୍ୟଜୀବୀଙ୍କ ସମୁଦ୍ର ପ୍ରବେଶ ଉପରେ କଟକଣା ଲାଗୁ ହୋଇଥାଏ।

#Odia#Odisha#News
Share Article:

Related Articles