ନ୍ୟୁଜରୁମ୍ ଓଡ଼ିଶା
ବ୍ରେକିଂ
ଓଡ଼ିଆ

ରାଜ୍ୟରେ ଦକ୍ଷିଣ -ପଶ୍ଚିମ ବାୟୁ ଅଗ୍ରସର ପାଇଁ ପାଗ ଅନୁକୂଳ

ଭୁବନେଶ୍ୱର – ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ହେଉଛି। ମୌସୁମୀ ବାୟୁ ଅଗ୍ରସର ପାଇଁ ପାଗ ଅନୁକୂଳ ଥିବା ନେଇ ଆଜି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ମୌସୁମୀ ଅଗ୍ରସର ସତ୍ତ୍ୱେ ୩ ଜିଲା ପାଇଁ ଗ୍ରୀଷ୍ମ ପ୍ରବାହ ସତର୍କ ସୂଚନା ଜାରି କରାଯାଇଛି। ବାଲେଶ୍ୱର, ମୟୂରଭଞ୍ଜ, ବଲାଙ୍ଗୀରରେ ଗ୍ରୀଷ୍ମ ପ୍ରବାହ ସତର୍କ ସୂଚନା ଜାରି କରାଯାଇଛି। ୨୩ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ଘଡଘଡି ସହ ହାଲୁକାରୁ ମଧ୍ୟମ ବର୍ଷା ହେବ। ସୂଚନାଯୋଗ୍ୟ [...]

Admin•ଜୁନ 20, 2024
Share Article:

ଭୁବନେଶ୍ୱର – ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ହେଉଛି। ମୌସୁମୀ ବାୟୁ ଅଗ୍ରସର ପାଇଁ ପାଗ ଅନୁକୂଳ ଥିବା ନେଇ ଆଜି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ମୌସୁମୀ ଅଗ୍ରସର ସତ୍ତ୍ୱେ ୩ ଜିଲା ପାଇଁ ଗ୍ରୀଷ୍ମ ପ୍ରବାହ ସତର୍କ ସୂଚନା ଜାରି କରାଯାଇଛି। ବାଲେଶ୍ୱର, ମୟୂରଭଞ୍ଜ, ବଲାଙ୍ଗୀରରେ ଗ୍ରୀଷ୍ମ ପ୍ରବାହ ସତର୍କ ସୂଚନା ଜାରି କରାଯାଇଛି। ୨୩ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ଘଡଘଡି ସହ ହାଲୁକାରୁ ମଧ୍ୟମ ବର୍ଷା ହେବ। ସୂଚନାଯୋଗ୍ୟ ଯେ, ଏଥର ମୋୖସୁମୀ ଆଗୁଆ ଓଡ଼ିଶା ଛୁଇଁ ପ୍ରଥମେ ମାଲକାନଗିରିରେ ସକ୍ରିୟ ହୋଇଥିଲା । କିନ୍ତୁ ଆଗକୁ ଅଗ୍ରସର ହୋଇପାରିନଥିଲା । ତେଣୁ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ପ୍ରଲମ୍ବିତ ହୋଇଛି।

#Odia#Odisha#News
Share Article:

Related Articles